ganesh puja ସାର୍ବଜନୀନ ଗଣେଶ ପୂଜା କମିଟିର ଅସ୍ଥାୟୀ କାର୍ଯ୍ୟାଳୟ ଉଦଘାଟିତ

ଦେବଗଡ଼:ଦେବଗଡର ପ୍ରସିଦ୍ଧ ଗଣେଶ ପୂଜା ପାଇଁ ଆଜି ସାର୍ବଜନୀନ ଗଣେଶ ପୂଜା କମିଟିର ଅସ୍ଥାୟୀ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି। କମିଟିର ସଭାପତି ରାଜ କିଶୋର ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ପୂର୍ବ ସଭାପତି ସୁଶୀଲ କପରଦାର ମୁଖ୍ୟଅତିଥି ଭାବେ ଯୋଗ ଏହାକୁ ଉଦଘାଟନ କରିଥିଲେ।ଏହି ଅବସରରେ କମିଟିର ବରିଷ୍ଠ ସଦସ୍ୟମାନଙ୍କୁ ସମ୍ମାନିତ କରାଯାଇଥିଲା।କାର୍ଯ୍ୟକ୍ରମରେ କମିଟିର ଉପସଭାପତି ପ୍ରଦୀପ ଅମାତ,କ୍ଷିତିଶ ପ୍ରଧାନ,ସାଧାରଣ ସଂପାଦକ ପ୍ରଦ୍ୟୁମ୍ନ ଆଚାର୍ଯ୍ୟ, କୋଷାଧ୍ୟକ୍ଷ ଶିବ ଶଙ୍କର ସାହୁ, ପୂର୍ବ ସଭାପତି ଉମାଶଙ୍କର ସାହୁ,ସୁନୀଲ କପରଦାର, ପୂର୍ଣ୍ଣଚନ୍ଦ୍ର ସାହୁ,ଗୋପାଳ ଅଗ୍ରୱାଲ, ମୋହନ ଅଗ୍ରୱାଲ, ଓମପ୍ରକାଶ ଅଗ୍ରୱାଲ,ଅମରେନ୍ଦ୍ର ଗଙ୍ଗଦେବ, ଶଙ୍କର୍ଷଣ ମହାପାତ୍ର,ବାବୁଲି କର, ଗୌତମ ସାମଲଙ୍କ ସମେତ କମିଟିର ବହୁ ସଦସ୍ୟ ଉପସ୍ଥିତ ଥିଲେ।

  • Related Posts

    cm mohan majhi ଆଜି ଗୋପାଳପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

    ବ୍ରହ୍ମପୁର:ଗୁରୁବାର ଗୋପାଳପୁର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ଗୋପାଳପୁର ଗସ୍ତକୁ ସଫଳ, ସୁରକ୍ଷିତ ଓ ସୁବ୍ୟବସ୍ଥିତ କରିବା ନିମନ୍ତେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହାକୁ ନେଇ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମୁଖ୍ୟମନ୍ତ୍ରୀ…

    Continue reading
    low pressure rain in odisha 30ରେ ଆଉ ଏକ ଲଘୁଚାପ !

    ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଛି । ସେପଟେ 30 ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ସିଷ୍ଟମ ଘନୀଭୂତ ହୋଇ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଫଳରେ 29 ତାରିଖରୁ ରାଜ୍ୟରେ ପୁଣି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ