ସିଂହଦ୍ୱାର ବ୍ୟାରିକେଡ୍ ଭିତରେ ଫସିଗଲା କୁନି ଝିଅର ମୁଣ୍ଡ

ପୁରୀ :ପୁରୀ ବଡ଼ଦାଣ୍ଡରେ ଅଘଟଣ। ଖେଳୁ ଖେଳୁ ବ୍ୟାରିକେଡରେ ଫଶିଗଲା କୁନି ଝିଅ ମୁଣ୍ଡ। ସିଂହଦ୍ୱାର ନିକଟରେ ଥିବା ବ୍ୟାରିକେଡ୍ କୁନି ଝିଅଟି ଫଶି ଯାଇଥିଲା। ପୋଲିସ ଓ ଉପସ୍ଥିତ ଭକ୍ତଙ୍କ ସହାୟତାରେ ଝିଅକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ଝିଅଟି ଖେଳୁଥିବା ସମୟରେ ବ୍ୟାରିକେଡ ଭିତରକୁ ଚାଲିଯାଇଥିଲା। ଝିଅର ମାଆ ପୋଲିସକୁ ଡାକିଥିଲେ। ପୋଲିସ ଆସି ଝିଅକୁ ବ୍ୟାରିକେଡ୍ ଭିତରୁ ବାହାର କରିଥିଲେ। ବିପଦ ସମୟରେ ପୋଲିସର ଏଭଳି ତତ୍ପରତା ଓ ସେବା ମନୋଭାବକୁ ଏବେ ସବୁଠି ପ୍ରଶଂସା କରାଯାଉଛି।

  • Related Posts

    ରାଜ୍ୟ ଯୋଜନା ବୋର୍ଡ ହେଲା ‘ସିଟି-ଓଡ଼ିଶା’

    ଭୁବନେଶ୍ୱର: ଦୀର୍ଘ ଦଶନ୍ଧି ଧରି ରାଜ୍ୟର ‘ନିତି ଓ ବିକାଶ’ର ଥିଙ୍କଟ୍ୟାଙ୍କ ପାଲଟିଥିବା ‘ଯୋଜନା ବୋର୍ଡ’ ଏବେ ଇତିହାସ। କେନ୍ଦ୍ର ସରକାରଙ୍କ ନିତି ଆୟୋଗ ଢ଼ାଂଚାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ‘ଷ୍ଟେଟ୍ ଇନଷ୍ଟିଚ୍ୟୁଟ ଫର ଟ୍ରାନ୍ସଫର୍ମେଟିଭ ଇନିସିଏଟିଭି ବା…

    Continue reading
    ପୁଣି ଏକ ହାତୀ ମୃତ

    କନ୍ଧମାଳ:ବେଲଘର୍ ରେଞ୍ଜରେ ପୁଣି ଏକ ହାତୀର ମୃତ । କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ନିକଟସ୍ତ ଶିମିଳିପଦର ଜଙ୍ଗଲରେ ହାତୀ ମୃତ ଶରୀର ମିଳିଛି। କିଛି ଦିନ ହେବ ବଲାଙ୍ଗୀର ଜଙ୍ଗଲରୁ ହାତୀଟି ଆସଥିଲା। କଲାହାଣ୍ଡି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ