ସୁଗଡ଼ବାଡି ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

ରାଇକିଆ: ରାଇକିଆ ବ୍ଲକର ସୁଗଡ଼ବାଡି ପଞ୍ଚାୟତ ସଭା ଗୃହ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁ ଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା.ଜନଶୁଣାଣୀରେ ମୋଟ ୨୦ଟି ଅଭିଯୋଗ ରୁ ୨ ଗୋଟି ସାମୁହିକ ଏବଂ ୧୮ଟି ବ୍ୟକ୍ତିଗତ ସମସ୍ୟା ମଧ୍ୟରେ ଗ୍ରାମବାସୀମାନେ ରାସ୍ତା ନିର୍ମାଣ ,ଭତ୍ତା, ପ୍ରଧାନମନ୍ତ୍ରୀ ଆବାସ ବିଷୟରେ ଅଭିଯୋଗ ଉଠାଇଥିଲେ। ଶ୍ରୀ ସାହୁ ସମସ୍ୟାଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଯାଞ୍ଚ କରି ଶୀଘ୍ର ପଦକ୍ଷେପ ନେବାର ଆଶ୍ୱାସନ ଦେଇଥିଲେ.ଏହି ଅବସରରେ ସୁଗଡ଼ବାଡି ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ପ୍ରଧାନ ,ଏ ଡି ଓ ଶାନ୍ତିଲତା ସାସମଲ ,ଜିପିଡିଓ ମହେଶ ପଟ୍ଟନାୟକ,ବ୍ଲକ ସଂଯୋଜକ କମଲ ପ୍ରସାଦ ନାୟକ,ଏଇଇ ବଣ୍ଟି କୁମାର ଚୌଧୁରୀ,ବିଏସଏସଓ ରାମକୃଷ୍ଣ ବେହେରା, ଯୋଗାଣ ଅଧିକାରୀ କିରଣ କୁମାର ବେହେରା, ସମେତ ବ୍ଲକ ର ସମସ୍ତ ଅଧିକାରୀ ଏବଂ ପଂଚାୟତ ସମସ୍ତ ୱାର୍ଡ ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ.
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ