ସୁନାଖଳା ପାହାଡ଼ରେ ବାଘ ଆତଙ୍କ

ପାତ୍ରପୁର: ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା ହେଉଛି।ଏନେଇ ଲଙ୍କା ଗ୍ରାମବାସୀ ବନବିଭାଗକୁ ଖବର ଦେବା ପରେ ବନବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ବାଘର ଗତିବିଧି ଯାଞ୍ଚ କରି ତଦନ୍ତ ଆରମ୍ଭ କରିଛନ୍ତି।
ଅନ୍ୟପକ୍ଷେ ବନ ବିଭାଗ ଲଙ୍କା ଗ୍ରାମ ସହିତ ଆଖପାଖ ଗ୍ରାମରେ ଲୋକଙ୍କୁ ସଚେତନ କରିବା ସହିତ ଭୟଭୀତ ନ ହେବା ପାଇଁ କହିବା ସହ ସତର୍କତା ରହିବାକୁ ପରାମର୍ଶ ଦେଇଛନ୍ତି। ରାତି ହୋଇଯିବାରୁ ବହୁ ଖୋଜାଖୋଜି ପରେ ମଧ୍ୟ ବାଘର କୌଣସି ସୁରାକ ମିଳିପାରି ନାହିଁ। ତଦନ୍ତ ପରେ ପ୍ରକୃତ ତଥ୍ୟ ଜଣାପଡିବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ