ସୁନ୍ଦରଗଡ଼ରେ ବୁଲୁଛି ବାଘ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବୁଲୁଛି ବାଘ । ସୁନ୍ଦରଗଡ଼ ଉଜ୍ଜ୍ଵଳପୁର ଫରେଷ୍ଟ ରେଞ୍ଜରେ ବୁଲୁଛି ବାଘ। ଯାହାଫଳରେ ସ୍ଥାନୀୟ ଲୋକେ ପୁରା ଭୟଭୀତ ଅବସ୍ଥାରେ ରହିଛନ୍ତି। ରବିବାର ଛତିଶଗଡ-ଓଡ଼ିଶା ସୀମାନ୍ତ ଲେଫ୍ରିପଡ଼ା ଅଞ୍ଚଳରେ ବାଘର ପାଦଚିହ୍ନ ଦେଖିବାକୁ ମିଳିଥିଲା। ଆଜି ଦର୍ଲାପାଲି ଚାନ୍ଦିଲୀ ଜଙ୍ଗଲ ପଛପଟ ରାସ୍ତା ଅତିକ୍ରମ କରୁଥିବା ଦେଖିବାକୁ ମିଳିଥିଲା। ଗଣମାଧ୍ୟମରେ ଏନେଇ ଖବର ପ୍ରକାଶ ପାଇବା ପରେ ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କ୍ୟାମେରା ମାଧ୍ୟମରେ ବାଘର ଗତିବିଧି ଉପରେ ନଜର ରଖାଯିବ ବୋଲି ଏସିଏଫ୍ ସୂଚନା ଦେଇଛନ୍ତି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ