ସୁପ୍ରିମକୋର୍ଟ ଯିବେ ମମତା

କଲକାତା : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଅନିୟମିତତା ପୂର୍ବକ ବିଜେପି ବିଜୟ ହାସଲ କରିଥିବା ନେଇ ତୃଣମୂଳ କଂଗ୍ରେସ (ଟିଏମସି) ଅଭିଯୋଗ କରିଆସୁଛି। ଏପରି ଅଭିଯୋଗକୁ ଆଧାର କରି ଆଗାମୀ ଦିନରେ ଟିଏମସି ସୁପ୍ରିମକୋର୍ଟର ଦ୍ବାରସ୍ଥ ହେବ ବୋଲି ଦଳ ପକ୍ଷରୁ କୁହାଯାଇଛି। ଟିଏମସି ମୁଖ୍ୟ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି ଯେ ବିଜେପି ଓ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ନିର୍ବାଚନରେ ଅନିୟମିତତା କରିଛନ୍ତି। ତେଣୁ ଏହା ବିରୋଧରେ ସେ ଅଦାଲତରେ ଲଢେଇ କରିବେ। ଏପରି କି ଆଗାମୀ ଦିନରେ ସେ ନିଜର ପୂର୍ବ ଆଇନ ପେସାକୁ ଫେରିବା ପୂର୍ବକ ଏହା ବିରୋଧରେ ଲଢେଇ କରିବେ ବୋଲି କହିଛନ୍ତି। ବିଜେପି ନିର୍ବାଚନରେ ଜାଲିଆତି କରି ବିଜୟୀ ହୋଇଥିବା ମମତା ଅଭିଯୋଗ କରି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଉ ନାହାନ୍ତି।

  • Related Posts

    ଆମେରିକାରେ କାମ କରୁଥିବା ବିଦେଶୀ ଗୋତି ଶ୍ରମିକ: ଭାନ୍ସ

    ନୂଆଦିଲ୍ଲୀ : ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ସେ ଏଚ୍-୧ବି ଭିସାରେ ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଛନ୍ତି। ଗ୍ରୀନ୍ କାର୍ଡ ସମ୍ବନ୍ଧୀୟ ପରମାନେଣ୍ଟ ଲେବର ସାର୍ଟିଫିକେସନ ପ୍ରୋଗ୍ରାମ…

    Continue reading
    ଆଦିବାସୀଙ୍କ ବିଭିନ୍ନ ସମସ୍ୟାକୁ ନେଇ ବିଜେଡି ଏସଟି ସେଲର ଉଦବେଗ

    ଭୁବନେଶ୍ୱର: ବିଜୁ ଜନତା ଦଳର ଅନୁସୂଚିତ ଜନଜାତି (ଏସ୍ଟି) ସେଲ୍ର ପ୍ରଥମ ବୈଠକ ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନ ଠାରେ ଏସ୍ଟି ସେଲ୍ର ସଭାପତି ସୁଦାମ ମାରାଣ୍ଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ବିଜେଡିର ବରିଷ୍ଠ ଉପସଭାପତି ଶ୍ରୀ ଦେବୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ