ସୁବର୍ଣ୍ଣପୁରରେ ୧୮ରୁ ୨୨ ସ୍କୁଲ ଛୁଟି

ସୁବର୍ଣ୍ଣପୁର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୨ ତାରିଖ ପର୍ୟ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୁବର୍ଣ୍ଣପୁର ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ପରେ ସ୍ଥିତିକୁ ଦେଖି ଜିଲ୍ଲା ପ୍ରଶାସନ ଖରାଛୁଟି ନିଷ୍ପତ୍ତି ନେବ ବୋଲି କୁହାଯାଇଛି। ଏହା ପୂର୍ବରୁ ବଲାଙ୍ଗିର ଜିଲ୍ଲାର ସମସ୍ତ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା।

  • Related Posts

    ବଲାଙ୍ଗିରରେ କାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

    ବଲାଙ୍ଗିର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ବଲାଙ୍ଗିର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବଲାଙ୍ଗିର…

    Continue reading
    ସୋଆ ପକ୍ଷରୁ ସିବିଏସଇ ଟପ୍ପର ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧନା

    ଭୁବନେଶ୍ୱର: ସିବିଏସ୍‌ଇ ଦଶମ ପରୀକ୍ଷାରେ ଶତ ପ୍ରତିଶତ ମାର୍କ ରଖି ଓଡ଼ିଶା ପାଇଁ ସୁନାମ ଅର୍ଜନ କରିଥିବା ୨ଜଣ କୃତୀ ଛାତ୍ରୀଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଗୁରୁବାର ସମ୍ବର୍ଦ୍ଧିତ କରାଯାଇଛି । ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ