ସୁଭଦ୍ରାକୁ ନେଇ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ: ଜାଣନ୍ତୁ କ’ଣ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ପୁଣି ଏକ ବଡ଼ ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁଯାୟୀ ବାଦ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ପୁନଃ ଆବେଦନ ଅନାବଶ୍ୟକ । ଆଉ ପୁନର୍ବାର ସେମାନଙ୍କୁ ଆବେଦନ କରିବାକୁ ପଡ଼ିବ ନାହିଁ । ତଥ୍ୟ ଯାଞ୍ଚ ଚାଲିଛି । ଯୋଗ୍ୟ ହେଲେ ରାଜ୍ୟ ସରକାର ସୁଭଦ୍ରା ଟଙ୍କା ଦେବେ । ଗତକାଲି ସୁଦ୍ଧା ୭ ହଜାର ହିତାଧିକାରୀଙ୍କ ମତାମତ ସଂଗ୍ରହ ହୋଇସାରିଛି । ମାସକ ଭିତରେ ୨୨ ହଜାର ହିତାଧିକାରୀଙ୍କ ମତାମତ ସଂଗ୍ରହ ଆମର ଟାର୍ଗେଟ । ଆହୁରି ୧୮ ଦିନ ସମୟ ଅଛି, ଠିକ ସମୟରେ ଟାର୍ଗେଟ ପୂରା ହୋଇଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।

ପ୍ରକାଶ ଯେ ଅଗଷ୍ଟ ୯ତାରିଖ ପରେ ସୁଭଦ୍ରା ପୋର୍ଟାଲ ଖୋଲିବ । ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବା ପାଇଁ ସର୍ଭେ କରାଯିବ । ୨୧ ବର୍ଷ ହୋଇଥିବା ଯୁବତୀ ବା ମହିଳା ଆବେଦନ କରିପାରିବେ । ଅଗଷ୍ଟ ୯ତାରିଖ ଦିନ ତୃତୀୟ କିସ୍ତି ମିଳିବା ପରେ ପୋର୍ଟାଲ ଖୋଲିବ ।

  • Garvita Odia

    Related Posts

    ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

    ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ଏନେଇ ଆସନ୍ତା ୭ ତାରିଖ ଦିନ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ନାମାଙ୍କନର ଶେଷ ତାରିଖ ରହିଛି ।୨୨ ତାରିଖ ଯାଞ୍ଚ ହେବାକୁ ଥିବାବେଳେ ଅଗଷ୍ଟ ୨୫…

    ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ:ଆଇନମନ୍ତ୍ରୀ

    ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତିମଣତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,୨ ଜଣ ଏକ୍ସପର୍ଟ ଦେବା ପାଇଁ ଜଈଓକୁ ସରକାର ଚିଠି ଲେଖିଛନ୍ତି। ଖୁବ୍‌ଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। ଏହି…

    Leave a Reply

    Your email address will not be published. Required fields are marked *

    You Missed

    ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

    ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

    ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ:ଆଇନମନ୍ତ୍ରୀ

    ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ:ଆଇନମନ୍ତ୍ରୀ

    ଥାନାରେ ହାଜର ହେଲେ ଓଏଏସ ସାର୍ଥକ

    ଥାନାରେ ହାଜର ହେଲେ ଓଏଏସ ସାର୍ଥକ

    ଏଲପିଜି ଗ୍ୟାସ ସିଲିଣ୍ଡର ଦାମ୍‌ରେ ହ୍ରାସ

    ଏଲପିଜି ଗ୍ୟାସ ସିଲିଣ୍ଡର ଦାମ୍‌ରେ ହ୍ରାସ

    ପରିସ୍ରା ପିଆଇବା ମାମଲା: ପିଅନ ଗିରଫ

    ପରିସ୍ରା ପିଆଇବା ମାମଲା:  ପିଅନ ଗିରଫ

    ଶନିବାର ଟ୍ରିବ୍ୟୁନାଲରେ ମହାନଦୀ ଶୁଣାଣି

    ଶନିବାର ଟ୍ରିବ୍ୟୁନାଲରେ ମହାନଦୀ ଶୁଣାଣି