ସୁଭଦ୍ରା : ଆସନ୍ତାକାଲି ୨୨ ପ୍ରତିଶତ ଆବେଦନକାରୀଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର: ସଭୁଦ୍ରା ଯୋଜନାରୁ ବାଦ ପଡ଼ିଥିବା ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଛି । ଯାଞ୍ଚ ପରେ ଆସନ୍ତାକାଲି ୨୨ ପ୍ରତିଶତ ଆବେଦନକାରୀଙ୍କୁ ଟଙ୍କା ମିଳିବ । ଏନେଇ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ବାକି ଆବେଦନକାରୀ ଜମି ଯୋଗ୍ୟତା ପାଇଁ ବାଦ ପଡ଼ିଛନ୍ତି । ବ୍ଲକସ୍ତରକୁ ରିପୋର୍ଟ ଯାଇଛି । ସେମାନଙ୍କର ଯାଞ୍ଚ କରି ସାମିଲ କରାଯିବ । ୫ ଲକ୍ଷ ମିସମ୍ୟାଚ ଆବେଦନର ସମାଧାନ ହୋଇନାହିଁ । ସେମାନେ ଏଥର ସାମିଲ ହେବେ ନାହିଁ । ଆଧାର, ଆକାଉଣ୍ଟ ଓ ମୋବାଇଲ ନମ୍ବର ସଂଯୋଗ ପରେ ସାମିଲ ହେବେ । ସମାଧାନ ପରେ ସେମାନଙ୍କୁ ଡିସେମ୍ବର ମାସରେ ମିଳିବ । ସରକାରୀ କର୍ମଚାରୀ ସଚେତନ କରିବାକୁ ଘରକୁ ଘର ଯିବେ ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ