ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ

ଛତିଶଗଡ: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ଜଣ ମାଓବାଦୀ । ଘଟଣାସ୍ଥଳରୁ ତିନୋଟି ବନ୍ଧୁକ ସହ ବହୁ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଛତିଶଗଡ ସୁକମା ଚିନ୍ତାଗୁଫା ଜଙ୍ଗଲରେ ଏକତ୍ରିତ ହୋଇ ସୁରକ୍ଷାକର୍ମୀଙ୍କୁ ନିଶାନା କରିବାକୁ ଯୋଜନା କରୁଥିଲେ ମାଓବାଦୀ । ଏହି ଖବର ପାଇବା ପରେ ଡିଆରଜି ଓ ସିଆରପିଏଫ୍‌ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ପ୍ରାୟ ୨ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହୋଇଥିଲା । ଏହା ପରେ ନକ୍ସଲମାନେ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିଲେ । ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜୋରଦାର ହୋଇଥିବା ସୁକୁମା ଏସପି ସୂଚନା ଦେଇଛନ୍ତି ।

  • Related Posts

    ଭାରତୀୟ ବିମାନ ପାଇଁ ପାକିସ୍ତାନ ପୁଣି ବଢ଼ାଇଲା ବ୍ୟାନ୍

    ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ତିକ୍ତତାର ପ୍ରଭାବ ଏବେ ବିମାନ ଚଳାଚଳ ଉପରେ ଦେଖିବାକୁ ମିଳିଛି । ପାକିସ୍ତାନ ପକ୍ଷରୁ ଭାରତୀୟ ବିମାନ ଗୁଡ଼ିକ ପାଇଁ ଏହାର ଆକାଶମାର୍ଗ ବ୍ୟବହାର କରିବାରେ ଥିବା କଟକଣାକୁ ଆଉ ଏକ…

    Continue reading
    ନକଲି ମଦ ପିଇ ୫ ମୃତ

    ନୂଆଦିଲ୍ଲୀ : ଗୁଜରାଟର ଭାବନଗର ଜିଲ୍ଲାରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ଆସୁଛି। ଭାବନଗରର ଘୋଘା ତାଲୁକାର ଖରକାଡି ଗାଁରେ ନକଲି ମଦ ପିଇ ୫ ଜଣଙ୍କର ମୃତ୍ୟୁ ହୋଇଛି, ଯେତେବେଳେ କି ଅନ୍ୟ ୨୦ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ