ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ଏନେଇ ଆସନ୍ତା ୭ ତାରିଖ ଦିନ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ନାମାଙ୍କନର ଶେଷ ତାରିଖ ରହିଛି ।୨୨ ତାରିଖ ଯାଞ୍ଚ ହେବାକୁ ଥିବାବେଳେ ଅଗଷ୍ଟ ୨୫ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି । ଆବଶ୍ୟକ ହେଲେ ସେପ୍ଟେମ୍ବର ୯ ତାରିଖ ଦିନ ନିର୍ବାଚନ ହେବ । ସେପ୍ଟେମ୍ବର ୯ରେ ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏଁ ଭୋଟ ଗ୍ରହଣ କରାଯିବ ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ