ସୌମ୍ୟ ମୃତ୍ୟୁ ମାମଲା; କ୍ରାଇମବ୍ରାଞ୍ଚଠୁ ସବୁ ତଥ୍ୟ ନେଲା NHRC

ବାଲିଅନ୍ତା ସୌମ୍ୟରଂଜନ ଭିଡ଼ ହିଂସା ମାମଲାରେ କ୍ରାଇମବ୍ରାଞ୍ଚଠୁ ସବୁ ତଥ୍ୟ ନେଇଛି NHRC।ତଦନ୍ତ କେତେବାଟ ଆଗେଇଛି ଓ କଣ କାର୍ଯ୍ୟାନୁଷ୍ଠାନ ହୋଇଛି, ସେହିସବୁ ତଥ୍ୟ ଜାତୀୟ ମାନବାଧିକାର ଆୟୋଗକୁ ଅବଗତ କରାଯାଇଛି। ବାଲିଅନ୍ତାର ତତକାଳୀନ ଆଇଆଇସି ଅନୀଲ କୁମାର ପରିଡା ହାଜର ହୋଇ ତଦନ୍ତରେ ସହଯୋଗ କରିଛନ୍ତି।

ସେହିଭଳି NHRCରେ ଅଭିଯୋଗ କରିଥିବା ଅଭିଯୋଗକାରୀ ମଧ୍ୟ ତଥ୍ୟପ୍ରମାଣ ଦାଖଲ କରିଛନ୍ତି । ବର୍ତ୍ତମାନ ତଦନ୍ତ ସଠିକ ଦିଗରେ ସ୍ବଚ୍ଛ ଭାବେ ଚାଲିଥିବା ବେଳେ ଯେଉଁମାନେ ଏଥିରେ ଜଡ଼ିତ ସମସ୍ତଙ୍କୁ ଗିରଫ କରାଯିବ ବୋଲି କ୍ରାଇମବ୍ରାଞ୍ଚ ଏସପି ସୂଚନା ଦେଇଛନ୍ତି।

  • Related Posts

    ପିଆଜ ଦର ବୃଦ୍ଧି

    କଟକ: ଡାଲି, ତେଲ ,ଚାଉଳ, କଞ୍ଚା ପରିବା ପରେ ଏବେ ପିଆଜ ଦର ବୃଦ୍ଧି ହୋଇଛି । ଯେଉଁ ପିଆଜ ଦର ଗତ କିଛି ଦିନ ତଳେ ସ୍ୱାଭାବିକ ଥିଲା, ଏବେ ହଠାତ୍‌ ବୃଦ୍ଧି ପାଇଛି । ପୂର୍ବରୁ ପିଆଜ କିଲୋପ୍ରତି…

    Continue reading
    ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ

    ଭୁବନେଶ୍ବର: ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକୁ ପ୍ରବଳରୁ ଅତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ