ସୌମ୍ୟ ହତ୍ୟା ମାମଲା: ଏଡିଜି ଗଙ୍ଗୱାରଙ୍କ ବଢ଼ିଲା ଅଡ଼ୁଆ

ଭୁବନେଶ୍ୱର :ସୌମ୍ୟ ହତ୍ୟା ମାମଲାରେ ଏଡିଜି ଦୟାଲ ଗଙ୍ଗୱାରଙ୍କ ବଢ଼ିଲା ଅଡ଼ୁଆ । ରିପୋର୍ଟ ମାଗିଛି କ୍ରାଇମବ୍ରାଞ୍ଚ । ରେଲୱେ ଓ କୋଷ୍ଟାଲ ସିକ୍ୟୁରିଟି ଏଡିଜିଙ୍କୁ କ୍ରାଇମବ୍ରାଞ୍ଚ ପକ୍ଷରୁ ଚିଠି ଲେଖାଯାଇଛି । ଉତ୍ତ୍ୟକ୍ତ ଯୁବକଙ୍କ ମାଡରେ ପ୍ରାଣ ହରାଇଥିଲେ ଜିଆରପି କନେଷ୍ଟବଲ ସୌମ୍ୟରଞ୍ଜନ ।

ସେତେବେଳେ ଦାୟିତ୍ବରେ ଥିଲେ ଏଡିଜି ଗଙ୍ଗୱାର । ହତ୍ୟା ମାମଲାର ତଦନ୍ତ କରାଯିବା ବେଳେ ଅନେକ କଥା ସାମନାକୁ ଆସିଥିଲା । ଏପରିକି ତାଙ୍କୁ ବିଭାଗୀୟ ଅଧିକାରୀ ନିର୍ଯାତନା ଦେଇଥିବାର ମଧ୍ୟ ଅଭିଯୋଗ ହୋଇଥିଲା । ସୌମ୍ୟଙ୍କ ବାପାମାଆ ବି ଗୁରୁତର ଅଭିଯୋଗ କରିଥିଲେ । ପରେ ଏହି ମାମଲାର ତଦନ୍ତ ଦାୟିତ୍ୱ କ୍ରାଇମ ବ୍ରାଞ୍ଚକୁ ଦିଆଯାଇଥିଲା ।

  • Related Posts

    ଟ୍ରେନରୁ ଖସି ଯୁବକ ମୃତ

    ଦିଗପହଣ୍ଡି: ଟ୍ରେନରୁ ଖସି ଯୁବକ ମୃତ। ବ୍ରହ୍ମପୁର ରେଳ ଷ୍ଟେସନରେ ଅଘଟଣ ଘଟିଛି । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଚାଞ୍ଚଡାପଲ୍ଲୀ ଗାଁର ସାଗର ଜେନା ନାମକ ଯୁବକଙ୍କ ଟ୍ରେନରୁ ଖସି ମୃତ୍ୟୁ ହୋଇଛି। ତାମିଲନାଡୁରେ ଦାଦନ ଶ୍ରମିକ ଭାବେ କାମ…

    Continue reading
    ଗଳିତ ଝୁଲନ୍ତା ମୃତଦେହ ଉଦ୍ଧାର

    ବାଲେଶ୍ବର: ଓଲନ୍ଦାସାରଗାଁ ଜଙ୍ଗଲରେ ଏକ ଗଛରେ ଝୁଲୁଥିବା ଗଳିତ ଶବକୁ ସଦର ଥାନା ପୁଲିସ ଶନିବାର ଉଦ୍ଧାର କରିଛି। ଉଦ୍ଧାର ମୃତବ୍ୟକ୍ତିଙ୍କ ଶରୀରର କିଛି ଅଂଶ ତଳେ ପଡ଼ିଥିବାବେଳେ ବାକି ଅଂଶ ଝୁଲନ୍ତା ଅବସ୍ଥାରେ ରହିଥିଲା। ତେବେ ବ୍ୟକ୍ତି ଜଣକ ଆତ୍ମହତ୍ୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ