ସ୍କୁଲ ବସକୁ ଧକ୍କା ଦେଲା ଟ୍ରଲର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ କୋରିଆଁ ନିକଟରେ ସ୍କୁଲ ବସକୁ ଧକ୍କା ଦେଲା ଟ୍ରଲର। ଦୁର୍ଘଟଣାରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ଜଣେ ଶିକ୍ଷକ ମଧ୍ୟ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ବସ୍‌ଟି ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲ ଛାଡ଼ିବାକୁ ଯାଉଥିଲା। ଏହି ସମୟରେ ଏକ ଟ୍ରଲର ଆସି ସ୍କୁଲ ବସ୍‌କୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ଜଣେ ଶିକ୍ଷକ ମଧ୍ୟ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସାପରେ ଛାତ୍ରଛାତ୍ରୀ ଘରକୁ ଫେରିଥିବା ଜଣାଯାଇଛି। ଦୁର୍ଘଟଣା ପରେ ଟ୍ରଲର ଡ୍ରାଇଭର ଗାଡ଼ି ଛାଡ଼ି ଚମ୍ପଟ ମାରିଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !