ସ୍ତ୍ରୀକୁ ପିଟିପିଟି ହତ୍ୟା

ବାଙ୍ଗିରିପୋଷି:ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଗୋଲାମୁଣ୍ଡାକଟା ପଞ୍ଚାୟତ ସିମିଳା ଗାଁରେ ପାରିବାରିକ ଅସନ୍ତୋଷରୁ ସ୍ତ୍ରୀକୁ ପିଟିପିଟି ହତ୍ୟା। ମୃତ ମହିଳା ଜଣକ ହେଉଛନ୍ତି କୁନି ମୁଣ୍ଡା (୩୬) ଏବଂ ଅଭିଯୁକ୍ତ ସ୍ୱାମୀ ଦୋରା ମୁଣ୍ଡା(୪୪) ବୋଲି ଜଣାପଡ଼ିଛି ।

ଦୋରା ମୁଣ୍ଡା ତାଙ୍କ ସ୍ତ୍ରୀଙ୍କୁ ୫/୬ ଦିନ ତଳେ ନିସ୍ତୁକ ମାଡ଼ ମାରିଥିଲେ ଏବଂ ଘରୁ ଫେରାର ହୋଇ ଯାଇଥିଲେ । କୁନିକୁ ମୁର୍ମୂଷୁ ଅବସ୍ଥାରେ ବାଙ୍ଗିରିପୋଷି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଟିକେ ଉନ୍ନତି ହେବାରୁ ପୁଅ ଘରକୁ ନେଇ ଆସିଥିଲେ । ତେବେ ଘରେ ଗତକାଲି କୁନି ମୁଣ୍ଡାର ମୃତ୍ୟୁ ହୋଇଛି । ମୃତକଙ୍କ ପୁଅ ପାଖରୁ ଖବର ପାଇ ବାଙ୍ଗିରିପୋଷି ଆଇଆଇସି ବୀରେନ୍ଦ୍ର ସେନାପତିଙ୍କ ସହ ଏସଆଇ ସସ୍ମିତା ସାମଲ, ଏଏସଆଇ ବିଶ୍ୱରଞ୍ଜନ ପରିଡା ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।ଦୋରା ଫେରାର ହୋଇ ଯାଇଥିବା ବେଳେ ପୋଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ବାରିପଦା ପି ଆରଏମ ମେଡିକାଲକୁ ପଠାଇଛି ।

  • Related Posts

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ କାଠିଆପଡ଼ା ଗ୍ରାମର କଲେଜ ଛାତ୍ରୀ ଜଳିଯିବା ମାମଲାରେ ବଡ଼ ଅପ୍‌ଡେଟ୍। ଅଭିଯୁକ୍ତ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୁଲିସ। ତାଙ୍କ ମୋବାଇଲ ଜବତ ହୋଇଥିବା ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ସୁରାକ ମିଳିଛି। ସବୁ…

    ଯୁବତୀଙ୍କୁ ଉଠାଇ ନେଲେ

    ଉଦଳା: ବାପା-ମା’ଙ୍କ ସହିତ ବଜାର ଯାଇଥିଲେ ଯୁବତୀ । ଦୋକାନ ବାହାରେ ଆସି ଛିଡା ହୋଇଥିବା ବେଳେ ଅଚାନକ ୪ ଜଣ ଯୁବକ ମାସ୍କ ପିନ୍ଧି ବାଇକରେ ଆସି ଯୁବତୀଙ୍କୁ ଉଠାଇ ନେଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ