ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

କରଞ୍ଜିଆ : ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ। ଘରୋଇ କଳିକୁ କେନ୍ଦ୍ର କରି ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ । ମୟୁରଭଞ୍ଜ ଜିଲ୍ଲା ଯଶିପୁର ଥାନା ମଣଦା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘରୋଇ କଳିକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ବିବାଦ ଲାଗିରହିଥିଲା ।ଯାହାର ପରିଣତି ଏବେ ଭୟଙ୍କର ରୂପ ନେଇଛି। ସ୍ତ୍ରୀକୁ ପିଟି ପିଟି ମାରିଦେଇଛି ସ୍ୱାମୀ । ମୃତକ ଯଶିପୁର ଥାନା ମଣଦା ଗାଁର ବିଳାସୀ ନାଏକ ବୋଲି ଜଣାପଡିଛି । ସେପଟେ ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ଯଶିପୁର ଥାନା ପୋଲିସ ପହଞ୍ଚି ଅଭିଯୁକ୍ତ ସ୍ୱାମୀ ମୁକ୍ତିଆରୀ ନାଏକକୁ ଗିରଫ କରିଛି । ଏହାସହ ଘଟଣାର ପ୍ରାଥମିକ ତଦନ୍ତ ଜାରି ରଖିଛି ।

  • Garvita Odia

    Related Posts

    ବାପାଙ୍କୁ ଟାଙ୍ଗିଆରେ ହାଣିଲା ପୁଅ

    ନାରାୟଣପାଟଣା: ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ହାଣିବାକୁ ପଛାଇଲା ନାହିଁ ପୁଅ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକରେ ଏଭଳି ଘଟଣା ଦେଖିବାକୁ ମିଳିଛି । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ୍‌ରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବାର ଲୋକେ ଗୁରୁତର ଆହତ ସଦନ…

    ନାଳରେ ବୁଡ଼ି ମାଆ,ପୁଅ ମୃତ

    ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକ ପସରା ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଳରେ ବୁଡିଯାଇ ଜଣେ ମହିଳା ଏବଂ ତାଙ୍କର ପାଞ୍ଚ ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ପସରା ପଞ୍ଚାୟତ ପଖାଳଖିଆ ଗ୍ରାମ ଖଉବଣର…

    Leave a Reply

    Your email address will not be published. Required fields are marked *

    You Missed

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ  କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼