ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଖଇରପୁଟି ଗ୍ରାମରେ ବଡ଼ ଅଘଟଣ। ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର। ଗୁରୁତର ପତ୍ନୀ ହେଉଛନ୍ତି ୩୬ ବର୍ଷୀୟା ରଶ୍ମିତା ବିଷୋୟୀ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଆସିକା ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ମୁତାବକ, ସ୍ୱାମୀ ସଞ୍ଜୟ ବିଷୋୟୀ ସ୍ତ୍ରୀଙ୍କୁ ଟଙ୍କା ମାଗିଥିଲେ। ହେଲେ ସେ ଟଙ୍କା ନଦେବାରୁ ସଞ୍ଜୟ ଏଭଳି କାଣ୍ଡ ଭିଆଇଛନ୍ତି। ପୋଲିସ ଏହି ଘଟଣାରେ ଅଧିକ ତଦନ୍ତ କରୁଛି।

  • Related Posts

    ନୂଆ ଓଡ଼ିଶାର ସ୍ଵପ୍ନ ଦେଖିବା ଜରୁରୀ: ମୁଖ୍ୟ ସଚିବ

    ଭୁବନେଶ୍ବର: ଡିଜିଟାଲ ଯୁଗରେ ରାଜସ୍ୱ ପ୍ରଶାସନର ବଦଳୁଛି ଭୂମିକା । ଭୂ-ପରିଚାଳନା କ୍ଷେତ୍ରରେ ଦୁର୍ନୀତିମୁକ୍ତ ଓ ସ୍ୱଚ୍ଛ ଶାସନ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି । ତେଣୁ ନୂଆ କରି ପ୍ରଶାସନିକ ସେବାରେ ଯୋଗ ଦେଉଥିବା ଅଧିକାରୀ ନୂଆ ଓଡ଼ିଶାର ସ୍ଵପ୍ନ…

    Continue reading
    କାଳବୈଶାଖୀ, ମେ’ ୯ ଯାଏଁ ସତର୍କତା ଜାରି

    ଭୁବନେଶ୍ବର: ଅପରାହ୍ନ ବେଳକୁ ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ । ବର୍ଷା ଛେଚିବା ସହ ପ୍ରବଳ ବଜ୍ରପାତ ସାଙ୍ଗକୁ ଝଡ଼ି ପବନ ମାଡ଼ି ଆସୁଛି । ମେ’ ୯ ତାରିଖ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା