ସ୍ମାର୍ଟ ପୁଲିସିଂ ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱରରେ ଦେଶ ସୁରକ୍ଷା ସଂପର୍କିତ ତିନି ଦିନିଆ ମହାମନ୍ଥନ ଶେଷ ହୋଇଛି। ଭୁବନେଶ୍ୱରେ ଅନୁଷ୍ଠିତ ହୋଇଥିବା ସର୍ବଭାରତୀୟ ଡିଜିପି/ଆଇଜିପି ସମ୍ମିଳନୀରେ ସ୍ମାର୍ଟ ପୁଲିସିଂ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବ୍ୟବସ୍ଥାକୁ ରଣନୀତିକ, ଯତ୍ନଶୀଳ, ନିର୍ଭରଯୋଗ୍ୟ ଓ ସ୍ୱଚ୍ଛ କରିବାକୁ ସେ ଦେଇଛନ୍ତି ଆହ୍ୱାନ। ଏଥିସହ ଡିଜିଟାଲ୍ ଠକେଇ ଓ ସାଇବର ଅପରାଧ ରୋକିବାକୁ ଏଆଇ ଉପଯୋଗ କରିବାକୁ ପରାମର୍ଶ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଓ ଆସପିରେସନାଲ୍ ଇଣ୍ଡିଆ ହେଉଛି ଡବଲ୍ଏଆଇ। କାର୍ୟ୍ୟଚାପ ହ୍ରାସ କରିବା ପାଇଁ ପ୍ରଯୁକ୍ତିବିଦ୍ୟାର ବ୍ୟବହାର କରନ୍ତୁ। ବିକଶିତ ଭାରତକୁ ଦୃଷ୍ଟିରେ ରଖି ପୁଲିସ ବ୍ୟବସ୍ଥାର ଆଧୁନିକୀକରଣ ହେଉ। ହ୍ୟାକିଂ ରୋକିବାକୁ ଜାତୀୟ ପୁଲିସ ହ୍ୟାକାଥନ ଆପଣାଇବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ