ହଇଜାରେ ୪ ମୃତ

କଣାସ: ହଇଜାରେ ମୃତ୍ୟୁ ସଂଖ୍ୟା ୪ ବୃଦ୍ଧି ପାଇଛି । ଶନିବାର ରାତିରେ ଗଡିଶାଗୋଦା ପଞ୍ଚାୟତର ନଈକୂଳପାଟଣା ଗ୍ରାମରେ ଗୁରେଇ ସେଠୀଙ୍କର(୬୦) ମୃତ୍ୟୁ ହେଇଛି । ପୁର୍ବରୁ ନୁଆଗାଁ ଗ୍ରାମର ସାରଥ ପ୍ରଧାନ, ସଚଳା ସାହୁ ଓ ମାଗି ଦଳାଇଙ୍କର ମୃତ୍ୟୁ ହେଇଥିଲା । ଏବେ ସୁଦ୍ଧା ହଇଜା ୪ ମୁଣ୍ଡ ନେଇଥିବା ବଳେ ଆଉ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ପାଖାପାଖି ଶହେ ଜଣ କଣାସ ବ୍ଲକ୍‌ର ବିଭିନ୍ନ ଗ୍ରାମରେ ଆକ୍ରାନ୍ତ ହେଇଥିବା ବଳେ ଗଡ଼ିଶାଗୋଦା ପଞ୍ଚାୟତର ନୁଆଗାଁ ଓ ଗୋପୀନାଥପୁର ପଞ୍ଚାୟତର ଜାଗୁଳାଇପଦର ଗ୍ରାମ ଅଧିକ ପ୍ରଭାବିତ ହେଇଛି । ପାଇକମରା କଳାପଦର, ଗୋପୀନାଥପୁର ଗ୍ରାମରେ ଲୋକମାନେ ହଇଜା କବଳରେ ପଡିଛନ୍ତି ।
ରବିବାର ନୂଆଦୋକନ୍ଦା ଗ୍ରାମର ତିନିଜଣ ବ୍ୟକ୍ତି ହଇଜାରେ ଆକ୍ରାନ୍ତ ହେଇ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର ହେଇଛନ୍ତି । କଣାସ ହଇଜା ସ୍ଥିତି ଉପରେ ନଜର ରଖାଯାଇଛି ।

  • Related Posts

    ଛାତ୍ରୀଙ୍କୁ ନିର୍ୟାତନା: ପଦରୁ ହଟିଲେ ଓଡ଼ିଆ ବିଭାଗ ଏଚ୍‌ଓଡି

    ବାଲେଶ୍ୱର: ଜଣେ ଛାତ୍ରୀଙ୍କୁ ନିର୍ୟାତନା ଦେବା ଅଭିଯୋଗରେ ଫକୀର ମୋହନ ସ୍ୱୟଂଶାସିତ କଲେଜର ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ (ଏଚ୍‌ଓଡି) ତଥା ଆସିଷ୍ଟାଣ୍ଟ ପ୍ରଫେସର ଡ. ସନ୍ତୋଷ କୁମାର ନାୟକଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି।ଏହି ମାମଲାକୁ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

    Continue reading
    ଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରଧାନଶିକ୍ଷକ ନିଲମ୍ବିତ

    ରାସଗୋବିନ୍ଦପୁର: ଦୁଇ ଦିନ ତଳେ ସକାଳେ ପଖାଳ ଭାତ ଓ ଆଳୁ ଚଟଣୀ ଖାଇବା ପରେ ଝାଡ଼ାବାନ୍ତି ହେବାରୁ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ୍‌ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲର ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ