ହଟିଲେ ମୀନତି, ବାହାରିଲା ବିଜ୍ଞପ୍ତି

ଭୁବନେଶ୍ୱର : ମହିଳା କମିଶନର ଅଧ୍ୟକ୍ଷା ମୀନତି ବେହେରାଙ୍କୁ ସରକାର ପଦଚ୍ୟୁତ କରାଇଛନ୍ତି । ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗତ ଅକ୍ଟୋବର ୨୩ରେ ମୀନତିଙ୍କ ସହ ଅନ୍ୟ ସଦସ୍ୟମାନଙ୍କୁ ବରଖାସ୍ତ କରାଗଲା ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା । ମୀନତିଙ୍କ ଠାରୁ ରିପୋର୍ଟ ମଧ୍ୟ ତଲବ କରାଯାଇଥିଲା । ହେଲେ ମୀନତି କିନ୍ତୁ ହଟିନଥିଲେ । ନିକଟରେ କଟକ ଗଣଦୁଷ୍କର୍ମ ମାମଲାରେ ସେ ଡିସିପିଙ୍କ ଠାରୁ ରିପୋର୍ଟ ତଲବ କରିବା ସହ କମିଶନ ପକ୍ଷରୁ ଟିମ୍‌ ଗଠନ କରି ତଦନ୍ତ କରିଥିଲେ । ଏନେଇ ସେ ଗଣମାଧ୍ୟମକୁ କହିବା ପରେ ମୀନତି ଏବେ ମହିଳା କମିଶନ ଅଧ୍ୟକ୍ଷା ଅଛନ୍ତି କି ବୋଲି ପ୍ରଶ୍ନ ଉଠିଥିଲା । ଏନେଇ ଖୋଳତାଡ଼ ପରେ ମୀନତିଙ୍କୁ ପଦଚ୍ୟୁତ କରାଯାଇଛି ।

Related Posts

ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

Continue reading
ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି

ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ