ହଟ୍ଟଗୋଳ: ୪ଟା ଯାଏ ବିଧାନସଭା ମୁଲତବି

ଭୁବନେଶ୍ୱର:ବୁଧବାର ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ହୋଇଛି। ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବି ଘୋଷଣା କରିଛନ୍ତି। ପ୍ରଶ୍ନ କାଳ ଆରମ୍ଭରୁ ବିରୋଧୀ ବିଜେଡି ଏବଂ କଂଗ୍ରେସ ପକ୍ଷରୁ ହଟ୍ଟଗୋଳ ଆରମ୍ଭ ହୋଇଥିଲା। ମହିଳାଙ୍କ ସୁରକ୍ଷା ଦାବି ଏବଂ ନିର୍ବାଚନ ଆୟୋଗ ପୁନର୍ଗଠନ ଦାବିରେ ବିରୋଧୀ ସଦସ୍ୟମାନେ ପ୍ରବଳ ହୋହଲ୍ଲା କରିଥିଲେ। ଫଳରେ ଗୃହ କାର୍ୟ୍ୟ ବାଧାପ୍ରାପ୍ତ ହୋଇଥିଲା। ସେମାନଙ୍କୁ ଶାନ୍ତ ହେବାକୁ ବାଚସ୍ପତି କହିଥିଲେ ହେଁ ସଦସ୍ୟମାନେ ଶୁଣି ନ ଥିଲେ। ଫଳରେ ବାଚସ୍ପତି ବାଧ୍ୟ ହୋଇ ଅପରାହ୍ନ ୪ଟା ପର୍ୟ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଥିଲେ। ବିଜେଡି ସଦସ୍ୟମାନେ ଗୃହରୁ ବାହାରକୁ ଆସି ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ ଧାରଣା ଦେଇଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ