ହସ୍ପିଟାଲରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା

କଟକ : ମେଡିକାଲର ୪ ମହଲାରୁ ଡେଇଁ ପଡିଲେ ରୋଗୀ, ଚାଲିଗଲା ଜୀବନ। କଟକ ଜଗତପୁର ନିକଟସ୍ଥ ଏକ ଘରୋଇ ହସ୍ପିଟାଲରେ ଅଭାବନୀୟ ଘଟଣା ଘଟିଛି। ଜଣେ ରୋଗୀ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ହଠାତ୍ ୪ ମହଲାରୁ ଡେଇଁ ପଡିଥିଲେ। ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ମୃତକ ଢେଙ୍କାନାଳର ପ୍ରଭାସ ଧଳ ବୋଲି ଜଣାପଡିଛି। ତେବେ ପ୍ରଭାସ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି, ତାହା ବର୍ତ୍ତମାନ ପର୍ୟ୍ୟନ୍ତ ଜଣାପଡିନାହିଁ। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

  • Related Posts

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ଭୁବନେଶ୍ବର: ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ରହିଛି । ଆଜି ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ,…

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର

    କାମାକ୍ଷାନଗର: ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତଥା ତୁମୁସିଂହା ଥାନା ଅନ୍ତର୍ଗତ କନ୍ତିଓକାଟେଣୀ ଗ୍ରାମ ନିକଟବର୍ତ୍ତୀ ରେଙ୍ଗାଲି କେନାଲ ରାସ୍ତାରେ ଯାତ୍ରୀବାହୀ ବସ ଓଲଟି କୋଡିଏ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପରଜଙ୍ଗ ଥାନା କୁମୁସୀ ଗ୍ରାମରୁ ଜଗନ୍ନାଥ ନାମକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ସିପିଆର୍‌ ଦେଇ ଯୁବକଙ୍କ ଜୀବନ ରକ୍ଷା ଟ୍ରାଫିକ୍‌ ପୁଲିସ

    ୫୧ତମ ଜାତୀୟ କନିଷ୍ଠ ସନ୍ତରଣ ପ୍ରତିଯୋଗିତା: ସାଇ ସ୍ବରୂପଙ୍କୁ ୨ଟି ସ୍ବର୍ଣ୍ଣ

    ଘର ଦେବା ନାଁରେ ୨.୧୫ କୋଟି ଲୁଟ୍, ଠକ ଦମ୍ପତି ଗିରଫ

    ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର