ହାଇକୋର୍ଟଙ୍କ ଚେତାବନୀ ନିର୍ଦେଶ ପାଳନ ନ ହେଲେ ଅଧିକାରୀଙ୍କ ଦରମା ବନ୍ଦ

କଟକ: ଓଡ଼ିଶା ହାଇକୋର୍ଟ ଏକ ଅଦାଲତ ଅବମାନନା ମାମଲାର ଶୁଣାଣି କରି ସରକାରୀ ଅଧିକାରୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କୋର୍ଟଙ୍କ ପୂର୍ବ ନିର୍ଦେଶ ଅନୁଯାୟୀ ସୁଧ ଅର୍ଥ ପ୍ରଦାନ କରାଯାଇ ନଥିବାରୁ ଅସନ୍ତୋଷ ପ୍ରକାଶ କରିବା ସହ ଆସନ୍ତା ଶୁଣାଣି ସୁଦ୍ଧା ନିର୍ଦେଶ ପାଳନ ନ ହେଲେ ସମ୍ପୃକ୍ତ ଅଧିକାରୀମାନଙ୍କ ଦରମା ବନ୍ଦ କରାଯିବ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ଅଲିଭା ଦାସଙ୍କ ପକ୍ଷରୁ ରୁଜୁ ଏକ ଅଦାଲତ ଅବମାନନା ମାମଲାର ଶୁଣାଣି କରି ଜଷ୍ଟିସ କୃଷ୍ଣ ଏସ. ଦୀକ୍ଷିତ ଏହି ଆଦେଶ ଦେଇଛନ୍ତି।

ଅଲିଭା ଦାସଙ୍କ ଦ୍ୱାରା ଦାୟର କରାଯାଇଥିବା ଏକ ରିଟ୍ ପିଟିସନର ଶୁଣାଣି କରି ହାଇକୋର୍ଟ ୨୦୨୫ ନଭେମ୍ବର ୧୪ ତାରିଖରେ ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶ ଦେଇଥିଲେ। ଏହି ନିର୍ଦେଶରେ ଆବେଦନକାରୀଙ୍କୁ ସୁଧ ଅର୍ଥ ପ୍ରଦାନ କରିବା ପାଇଁ କୁହାଯାଇଥିଲା। ତେବେ ଏହାକୁ କାର୍ଯ୍ୟକାରୀ କରା ନ ଯିବାରୁ ଅଲିଭା ଦାସ ଅଦାଲତ ଅବମାନନା ମାମଲା କରିଥିଲେ। ଶୁଣାଣି ସମୟରେ କଟକ ଡିଇଓ ମଧ୍ୟ ଉପସ୍ଥିତ ଥିଲେ। ସୁଧ ରାଶି ପ୍ରଦାନ ପାଇଁ ସରକାରଙ୍କ ସହ ଆଲୋଚନା ଚାଲିଥିବାରୁ କିଛି ସମୟ ଦେବାକୁ ସେ ଅଦାଲତଙ୍କୁ ଅନୁରୋଧ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟ ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୩ ତାରିଖକୁ ଧାର୍ଯ୍ୟ କରିଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ