ହାଇଦ୍ରାବାଦ ପାଇଁ ଖେଳିବେ ଈଶାନ କିଶନ

ନୂଆଦିଲ୍ଲୀ: ଆଇପିଏଲ ଆରମ୍ଭରୁ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳି ଆସୁଥିବା ୱିକେଟ କିପର ବ୍ୟାଟର ଈଶାନ କିଶନଙ୍କ ଠିକଣା ବଦଳିଛି। ତାଙ୍କୁ ୨୦୨୫ ମେଗା ଅକ୍ସନରେ ସନ ରାଇଜର୍ସ ହାଇଦ୍ରାବାଦ ୧୧.୨୫ କୋଟି ଟଙ୍କା ଦେଇ କିଣିଛି। ମେଗା ଅକ୍ସନ ପୂର୍ବରୁ ମୁମ୍ବାଇ ତାଙ୍କୁ ରିଲିଜ କରି ଦେଇଥିଲା।

ସେ ୨ କୋଟିର ବେସ ପ୍ରାଇସ ସହ ଅକ୍ସନକୁ ଆସିଥିଲେ। ମୁମ୍ବାଇ ତାଙ୍କୁ କିଣିବାକୁ ଚେଷ୍ଟା କରିଥିଲେ ହେଁ ୪ କୋଟିରୁ ଆଗକୁ ଯାଇ ନଥିଲା। ଏହାପରେ ପଞ୍ଜାବ ସହ ଦିଲ୍ଲୀର ବିସ ୱାର ହୋଇଥିଲା। କିଶନଙ୍କ ଦାମ ୧୦.୫୦ କୋଟି ଥିବା ବେଳେ ହାଇଦ୍ରାବାଦ ବିଡ ଲଗାଇଥିଲା। ଏହାପରେ ହାଇଦ୍ରାବାଦ ତାଙ୍କୁ ୧୧.୨୫ କୋଟି ଟଙ୍କାରେ କିଣି ନେଇଛି। ଏହାର ଅର୍ଥ ଈଶାନ କିଶନ ୨୦୨୫ରୁ ହାଇଦ୍ରାବାଦ ପାଇଁ ଖେଳିବେ।

ଇଂଲଣ୍ଡର ବିସ୍ଫୋରକ ୱିକେଟ କିପର ବ୍ୟାଟର ଫିଲ ସଲ୍ଟଙ୍କୁ ଆରସିବି କିଣିଛି। ୨୦୨୪ରେ ସଲ୍ଟ କୋଲକାତା ପାଇଁ ଖେଳୁଥିଲେ। ହେଲେ ଏବେ ସେ ଆରସିବିର ନୂଆ ସଦସ୍ୟ ହୋଇଛନ୍ତି। ତାଙ୍କୁ ଆରସିବି ୧୧.୫୦ କୋଟି ଟଙ୍କାରେ କିଣିଛି। ତାଙ୍କୁ କେକେଆର ନେବାକୁ ଚେଷ୍ଟା କରିଥିଲେ ହେଁ ଶେଷରେ ଆରସିବି ବାଜି ମାରି ନେଇଛି।

  • Related Posts

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ନ୍ୟୁୟର୍କ,04।09: ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି ଚଳିତ ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କରି ଇତିହାସ ରଚିଛନ୍ତି। ଏହା ହେଉଛି ବିଶ୍ବମାନ୍ୟତାର ୩୨ତମ ସ୍ଥାନରେ ଥିବା ଭାମ୍ବ୍ରିଙ୍କ କ୍ୟାରିୟର୍‌ର ପ୍ରଥମ ଗ୍ରାଣ୍ଡସ୍ଲାମ୍ କ୍ବାର୍ଟର୍‌ଫାଇନାଲ୍ ପ୍ରବେଶ। ଚତୁର୍ଦଶ ସିଡ୍‌ ଭାମ୍ବ୍ରି…

    Continue reading
    ଆଜିଠାରୁ ପୁରୁଷ ଏସିଆ କପ୍‌ ହକି ସୁପର-୪ ମୁକାବିଲା, ଦକ୍ଷିଣ କୋରିଆ-ଭାରତ ମୁହାଁମୁହିଁ

    ରାଜଗିର,03/09 : ପୁରୁଷ ଏସିଆ କପ୍‌ ହକିର ଲିଗ୍‌ ପର୍ଯ୍ୟାୟ ଶେଷ ହୋଇଛି। ଆଜିଠାରୁ ସୁପର-୪ ମୁକାବିଲା ହେବ। ସୁପର-୪ରେ ଗ୍ରୁପ-ଏ ରୁ ଭାରତ ଓ ଚୀନ ରହିଥିବାବେଳେ ଗ୍ରୁପ-ବିରୁ ଦକ୍ଷିଣ କୋରିଆ ଓ ମାଲେସିଆ ରହିଛନ୍ତି। ଭାରତ ୩ରେ ପ୍ରଥମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର