ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ

ଅନୁଗୋଳ : ହାତୀ ନେଇଗଲା ଜୀବନ । ଅନୁଗୋଳ ଜିଲ୍ଲା ଛେଣ୍ଡିପଦା କଣଲୋଇ ଭଗମୁଣ୍ଡା ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭଗମୁଣ୍ଡା ଗାଁର ପ୍ରସନ୍ନ ନାୟକ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ପ୍ରସନ୍ନ ନାୟକ ଘର ପାଖ ଆମ୍ବ ବଗିଚାକୁ ଆମ୍ବ ସଂଗ୍ରହ କରିବାକୁ ଯାଉଥିବା ବେଳେ ଦନ୍ତା ହାବୁଡ଼ରେ ପଡିଯାଇଥିଲେ । ବଞ୍ଚିବାକୁ ଚେଷ୍ଟା କରିଥିଲେ ସୁଦ୍ଧା ପ୍ରସନ୍ନ ବଞ୍ଚିପାରିନଥିଲେ । ହାତୀ ପ୍ରସନ୍ନଙ୍କୁ କଚାଡ଼ି ଫିଙ୍ଗି ଦେଇଥିଲା । ଯାହାଫଳରେ ତାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ସେପଟେ ହତ୍ୟା ସଂପର୍କରେ ଖବର ପାଇ ଛେଣ୍ଡିପଦା ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହାସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ମଧ୍ୟ ପଠାଇଛି ।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !