ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରରେ ପ୍ରବେଶ, ଯୁବକ ଅଟକ

ପୁରୀ : ପୁରୀ ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା ନେଇ ଜଣେ ଯୁବକଙ୍କ ପ୍ରବେଶ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବକଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଲଗାଯାଇଥିବା ଜଣାପଡ଼ିଛି। ବେହରଣ ଦ୍ୱାର ନିକଟରେ ଯୁବକଙ୍କ ଗତିବିଧି ସନ୍ଦେହଜନକ ଲାଗିବାରୁ ସୁରକ୍ଷା କର୍ମୀମାନେ ତାଙ୍କୁ ଅଟକ କରି ତଦନ୍ତ କରିଥିଲେ। ତାଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଥିବା ଜଣାପଡ଼ିବା ପରେ ପୋଲିସ ତାଙ୍କୁ ହିଡେନ୍ କ୍ୟାମେରା ସହିତ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିବା ଏକ ଗୁରୁତର ସୁରକ୍ଷା ଉଲ୍ଲଂଘନ ଭାବେ ବିବେଚନା କରାଯାଉଛି।

ପୋଲିସ ଏହି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି। ଯୁବକଙ୍କ ଉଦ୍ଦେଶ୍ୟ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରାଯାଉଛି। ଶ୍ରୀମନ୍ଦିର ପ୍ରଶାସନ ଓ ପୋଲିସ ଏହି ଘଟଣାକୁ ଗୁରୁତ୍ୱ ଦେଇ ମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିବା ପାଇଁ ଚର୍ଚ୍ଚା କରୁଛନ୍ତି।ଏହି ଘଟଣା ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ଉପରେ ପୁନର୍ବାର ପ୍ରଶ୍ନ ଉଠାଇଛି। ସ୍ଥାନୀୟ ଲୋକଙ୍କ ମଧ୍ୟରେ ଏହାକୁ ନେଇ ଅସନ୍ତୋଷ ଦେଖାଦେଇଛି।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ