ହୋଲି ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି । ଗାଁଠୁ ସହର ସବୁଠି ରଙ୍ଗ ହିଁ ରଙ୍ଗ । ସାରା ଓଡ଼ିଶା ଆଜି ରଙ୍ଗ ଓ ଉଲ୍ଲାସରେ ଭିଜିଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଲୋକମାନେ ରଙ୍ଗ ଖେଳି, ପରସ୍ପରକୁ ଅଭିନନ୍ଦନ ଜଣାଇ ଓ ମିଠା ବଣ୍ଟନ କରି ଏହି ପର୍ବକୁ ଉତ୍ସାହର ସହ ପାଳନ କରୁଛନ୍ତି । ପିଲାଠୁ ବୃଦ୍ଧ, ନେତା ଠାରୁ ମନ୍ତ୍ରୀ ପର୍ଯ୍ୟନ୍ତ ସମସ୍ତେ ହୋଲି ଖେଳରେ ସାମିଲ ହୋଇଛନ୍ତି । ଏହି ଅବସରରେ ରାଜ୍ୟପାଳ ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି ।
ରାଜ୍ୟପାଳ ହରିବାବୁ କମ୍ଭମପାଟି କହିଛନ୍ତି, “ରଙ୍ଗର ପର୍ବ ହୋଲି ଅବସରରେ ଶୁଭେଚ୍ଛା ଓ ଶୁଭକାମନା। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ, ଏହା ହିଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ମୋର ପ୍ରାର୍ଥନା ।”

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ