ଭୁବନେଶ୍ୱର: ମାର୍ଚ୍ଚ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି। ପରବର୍ତ୍ତୀ ଅଭିଯେଗ ଶୁଣାଣିର ତାରିଖ ସମ୍ପର୍କରେ ଖବରକାଗଜ ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ
ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…








