୧୦ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର :ଆସନ୍ତା ସୋମବାର ଅଗଷ୍ଟ ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

  • Related Posts

    ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଠାବ

    ବାରିପଦା: ଶିମିଳିପାଳ ଦକ୍ଷିଣ ଡିଭିଜନର ଉପରବାରାହା କାମୁଡା ରେଞ୍ଜରେ ବିରଳ ପ୍ରଜାତି କଳା ବାଘୁଣୀର ମୃତଦେହ ଠାବ ହୋଇଛି l ଗତ ୬ ତାରିଖ ସନ୍ଧ୍ୟା ୫ ଟା ସମୟରେ ପାଟ୍ରୋଲିଂ କରୁଥିବା ଷ୍ଟାଫ୍ ପ୍ରାୟ ୫ ବର୍ଷର ଏକ ମାଈ…

    Continue reading
    ‘ଓମ୍‌ଫେଡ୍’ ପୁଣି ଥରେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ଗୌରବ ଆଣିଛି

    ଭୁବନେଶ୍ୱର: ଓଡ଼ିଶାର ପ୍ରମୁଖ ଦୁଗ୍ଧ ସମବାୟ ସଂସ୍ଥା ‘ଓମ୍‌ଫେଡ୍’ ପୁଣି ଥରେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ଗୌରବ ଆଣିଦେଇଛି । ନୂଆଦିଲ୍ଲୀର ପ୍ରସିଦ୍ଧ ପ୍ରଗତି ମୈଦାନସ୍ଥିତ ‘ଭାରତ ମଣ୍ଡପମ୍’ଠାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଏକ୍ସପୋରେ ଓମ୍‌ଫେଡ୍ ସମଗ୍ର ଦେଶରେ ଶ୍ରେଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ