୧୦୦ତମ ଉତକ୍ଷେପଣ କରିବ ଇସ୍ରୋ

ନୂଆଦିଲ୍ଲୀ: ଶ୍ରୀହରିକୋଟ୍ଟାରୁ ନୂଆବର୍ଷରେ ସେଞ୍ଚୁରି କରିବ ଇସ୍ରୋ। ଚଳିତବର୍ଷର ପ୍ରଥମ ମିଶନ ହେବ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟ୍ଟାରୁ ଇସ୍ରୋର ୧୦୦ତମ ମିଶନ।ଚଳିତ ମାସ ଜାନୁଆରୀରେ ହିଁ ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ୧୦୦ତମ ଉତକ୍ଷେପଣ କରିବ ଇସ୍ରୋ। ଇସ୍ରୋ ଅଧ୍ୟକ୍ଷ ଏସ୍. ସୋମନାଥ ଏହା ସ୍ପଷ୍ଟ କରିଥିଲେ ବି, ମିଶନ ଲଞ୍ଚିଂ ତାରିଖ ସ୍ପଷ୍ଟ ହୋଇନାହିଁ।ଚଳିତ ଜାନୁଆରୀରେ ଇସ୍ରୋର ବାହୁବଳୀ ରକେଟ୍ GSLV ମାର୍କ-ଥ୍ରୀ ସହାୟତାରେ ଏହି ଉତକ୍ଷେପଣ ହେବ। GSLV-F1 ରେ ମହାକାଶକୁ ଯିବ ନାଭିଗେସନ୍ ସାଟେଲାଇଟ୍ NVS-02 / IRNSS-1K। ଏବେ ପ୍ରାୟ ସବୁ ମୋବାଇଲରେ ନାଭିଗସେନ୍ ଓ ଲୋକେସନ୍ ଟ୍ରାକିଂ ପାଇଁ ଆମେରିକୀୟ ଟେକନୋଲୋଜି ଏଚଝ ବ୍ୟବହାର କରାଯାଉଛି ।

ତେବେ ଭାରତ ନିଜସ୍ୱ ସ୍ୱଦେଶୀ ନାଭିଗେସନ୍ ସିଷ୍ଟମ୍ ‘ନାଭିକ୍’ ପ୍ରତିଷ୍ଠା ପାଇଁ ଯୋଜନା ରଖିଛି। ଏଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇବ ଜାନୁଆରୀରେ ହେବାକୁ ଥିବା ୨୦୨୫ର ପ୍ରଥମ ମିଶନ।

  • Related Posts

    ଇସ୍ତଫା ଦେଲେ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା

    ନୂଆଦିଲ୍ଲୀ : ଇସ୍ତଫା ଦେଲେ ବିବାଦୀୟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା। ଆହ୍ଲାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା ଶୁକ୍ରବାର ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଠାଇଛନ୍ତି। ବାସଭବନରୁ ବିପୁଳ ଟଙ୍କା ମିଳିବା ପରେ ସେ ବିବାଦରେ…

    Continue reading
    ଶପଥ ଗ୍ରହଣ କଲେ ନୀତିଶ କୁମାର

    ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ସଦସ୍ୟ ଭାବରେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଲଲ୍ଲନ ସିଂହ, ରାଜ୍ୟସଭା ସାଂସଦ ସଞ୍ଜୟ ଝା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଅନେକ କେନ୍ଦ୍ର ମନ୍ତ୍ରୀ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ