୧୧ଟା ୩୦ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଆଜି ଷଷ୍ଠ ଦିନରେ ୩୦ମିନିଟ୍‍ ପର୍ୟ୍ୟନ୍ତ ପ୍ରଶ୍ନକାଳ ଚାଲିବା ପରେ ଗୃହ ଦିନ ୧୧ଟା ୩୦ମିନିଟ ଯାଏଁ ମୁଲତବୀ ହୋଇଛି । ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀ କଂଗ୍ରେସ ବିଧାୟକମାନେ ରାଜ୍ୟରେ ଅହେତୁକ ନାରୀଙ୍କ ସୁରକ୍ଷା, ନିର‌୍ୟାତନା ଓ ଅପରାଧ ବୃଦ୍ଧି ପ୍ରସଙ୍ଗରେ ଉଠାଇ ପ୍ରବଳ ହଟ୍ଟଗୋଳ କରିଥିଲେ । ବାଚସ୍ପତିଙ୍କ ପୋଡିୟମ ସମ୍ମୁଖରେ ନାରାବାଜି କରିବା ବେଳେ ବାରମ୍ବାର ବାଚସ୍ପତି ସେମାନଙ୍କୁ ବୁଝାଇବାକୁ ପ୍ରୟାସ କରିଥିଲେ । ହେଲେ କଂଗ୍ରେସ ବିଧାୟକ ନିଜ ଜିଦରେ ଅଟଳ ରହି ନାରାବାଜି କରିବାରେ ଲାଗିଥିଲେ ।

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

    ଭୁବନେଶ୍ୱର: ଭାରତ ୨୦୨୬ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧ୍ୟକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ପକ୍ଷରୁ ପୁରୀ ଠାରେ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆୟୋଜନ କରାଯାଉଛି । ଆଜି ଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ