୧୨୮୧୫ ଭୋଟରେ ଆଗୁଆ ଜୟ ଢୋଲକିଆ

ନୂଆପଡା : ନୂଆପଡା ବିଧାନସଭା ଉପନିର୍ବାଚନରେ ପ୍ରାରମ୍ଭିକ ପର୍ୟ୍ୟାୟରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୧୮ ହଜାର ୯୦୩ ଖଣ୍ଡ ଭୋଟ ସହ ୧୨୮୧୫ ଭୋଟରେ ଆଗରେ ରହିଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସି ରାମ ମାଝି ୬୭୯୭ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀଙ୍କ ଠାରୁ ୧୮୩୯୮ ଭୋଟରେ ପଛରେ ଅଛନ୍ତି। ତେବେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ତୃତୀୟ ସ୍ଥାନକୁ ଖସି ଆସିଛନ୍ତି। ସେ ୬୫୩୮ ଖଣ୍ଡ ଭୋଟ ପାଇଥିବା ବେଳେ ନିକଟବର୍ତ୍ତୀ ପ୍ରାର୍ଥୀଙ୍କ ଠାରୁ ୧୮୬୫୭ ଖଣ୍ଡ ଭୋଟ ପଛରେ ଅଛନ୍ତି।

  • Related Posts

    ପିଏମ୍ କେୟାର୍ସ ପାଣ୍ଠିକୁ ଘରୋଇ ଦାନ ହ୍ରାସ

    ନୂଆଦିଲ୍ଲୀ : ପିଏମ୍ କେୟାର୍ସ (ପ୍ରାଇମ ମିନିଷ୍ଟର୍ସ ସିଟିଜେନ ଆସିଷ୍ଟାନ୍ସ ଆଣ୍ଡ ରିଲିଫ ଇନ୍ ଏମର୍ଜେନ୍ସି ସିଚୁଏସନ) ପାଣ୍ଠିକୁ ଘରୋଇ ଦାନ ୨୦୨୪-୨୫ରେ ୩୦ ପ୍ରତିଶତ ହ୍ରାସ ପାଇ ୪୭୯ କୋଟି ଟଙ୍କା ରହିଛି । ବିଦେଶୀ ଦାନ ମଧ୍ୟ ୧୮…

    Continue reading
    ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ

    ଭୁବନେଶ୍ୱର: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦ୍‌ଘାତରେ ପରଲୋକ ଘଟିଛି। ଗତ କିଛି ଦିନ ତଳେ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ