୧୩ ଦିନ ଛୁଟି ରହିବ ବ୍ୟାଙ୍କ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ନଭେମ୍ବର ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ଜାରି କରିଛି। ଏହି ମାସରେ ଦ୍ୱିତୀୟ ଓ ଚତୁର୍ଥ ଶନିବାର ଓ ଚାରିଟି ରବିବାରକୁ ମିଶାଇ ମୋଟ ୧୩ ଦିନ ଛୁଟି ରହିବ ବ୍ୟାଙ୍କ। ତେଣୁ ଜରୁରୀ କାମ ପାଇଁ ବ୍ୟାଙ୍କ ଯିବା ପୂର୍ବରୁ ଛୁଟିଦିନ ତାଲିକା ଉପରେ ଭଲ କରି ନଜର ପକାଇ ନିଅନ୍ତୁ।

ଏଠାରେ ପ୍ରକାଶଯୋଗ୍ୟ, ବ୍ୟାଙ୍କଗୁଡିକ ସମଗ୍ର ଦେଶରେ ୧୩ ଦିନ ବନ୍ଦ ରହିବ ନାହିଁ। ରିଜର୍ଭ ବ୍ୟାଙ୍କ ଅଫିସିଆଲ୍ ୱେବସାଇଟରେ ଦିଆଯାଇଥିବା ଛୁଟି ତାଲିକା ଅନୁଯାୟୀ ବିଭିନ୍ନ ରାଜ୍ୟର ଛୁଟି ମିଶାଇ ୧୩ ଦିନ ବ୍ୟାଙ୍କ ବନ୍ଦ ରହିବ। ଏହି ସମସ୍ତ ଛୁଟି ସବୁ ରାଜ୍ୟରେ ପ୍ରଯୁଜ୍ୟ ହେବ ନାହିଁ। ତେଣୁ ଗ୍ରାହକମାନେ ଛୁଟିଦିନର ବିବରଣୀ ପାଇଁ ନିୟମିତ ଆରବିଆଇ ୱେବସାଇଟ୍ ଯାଞ୍ଚ କରିବା ଉଚିତ୍।

ଆରବିଆଇର ନିର୍ଦ୍ଦେଶାବଳୀ ଅନୁଯାୟୀ ମାସର ୪ଟି ରବିବାର ବ୍ୟତୀତ ବ୍ୟାଙ୍କଗୁଡିକ ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାରରେ ପୂର୍ବ ପରି ବନ୍ଦ ରହିବ। ଏଠାରେ ଦେଶର ବିଭିନ୍ନ ରାଜ୍ୟର ପର୍ବ ପର୍ବାଣୀ ସହ ସମସ୍ତ ୧୩ ଛୁଟିଦିନର ତାଲିକା ଉପରେ ନଜର ପକାନ୍ତୁ,

  • Related Posts

    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading
    ରେପୋରେଟ୍ ସ୍ଥିର ରଖିଲା RBI

    ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ବୈଠକରେ ବଡ଼ ନିଷ୍ପତ୍ତି ନେଇଛି । ରେପୋରେଟ୍ ହାରକୁ ୫.୨୫% ରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ଆରବିଆଇ । ଯାହାର ଅର୍ଥ ହେଉଛି ଆପଣଙ୍କର EMI ବର୍ତ୍ତମାନ ପାଇଁ ହ୍ରାସ ପାଇବ ନାହିଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ