୧୪ ଦିନ ରଖି ନାବାଳିକାଙ୍କୁ ବଳାତ୍କାର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏକ ଘରେ ପ୍ରାୟ ୧୪ ଦିନ ରଖି ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।ମିଳିଥିବା ସୂଚନା ମୁତାବକ, ୧୪ ଦିନ ତଳେ ନାବାଳିକା ଜଣକ ହଠାତ୍‌ ନିଖୋଜ ହୋଇଯାଇଥିଲେ। ହେଲେ ନାବାଳିକ ଜଣକ କୌଶଳ କ୍ରମେ ଖସି ଆସି ଥାନାରେ ପହଞ୍ଚି ଘଟଣା ସଂକ୍ରାନ୍ତରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟପକ୍ଷେ ପୋଲିସ ନାବାଳିକାଙ୍କ ବୟାନ ରେକର୍ଡ କରିଛି। ଏହି ଘଟଣା ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି।

  • Garvita Odia

    Related Posts

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

    ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ

    କେନ୍ଦୁଝର: ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ମେଲାଣ ରଙ୍ଗମାଟିଆ ସାହିରେ ଅଘଟଣ । ପୁଅର ଟାଙ୍ଗିଆ ଚୋଟରେ ମାଆର ମୃତ୍ୟୁ ହୋଇଛି । ମୃତକ ହେଲେ ଗ୍ରାମର ରିଣ୍ଡି ସୋରେନ । ମହିଳାଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ