୧୪ ପୂର୍ବତନ ବିଧାୟକ ଛାଡ଼ିନାହାନ୍ତି କ୍ୱାର୍ଟର୍ସ

ଭୁବନେଶ୍ୱର: ନିର୍ବାଚନର ଦୀର୍ଘ ମାସ ପରେ ବି କିଛି ପୂର୍ବତନ ବିଧାୟକ ସରକାରୀ କ୍ୱାର୍ଟର୍ସ ଛାଡ଼ୁନାହାନ୍ତି । ଏହି ତାଲିକାରେ ମୋଟ ୧୪ ଜଣ ରହିଛନ୍ତି । ସୋମବାର ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ବିଧାନସଭାରେ ଏହି ସୂଚନା ଦେଇଛନ୍ତି ।
ପୂର୍ବତନ ବିଧାୟକ ଅମର ଶତପଥୀ, ମହେଶ ସାହୁ, ଅଳକା ମହାନ୍ତି, ସାଲୁଗା ପ୍ରଧାନ, ଶଙ୍କର ଓରାମ ଓ ପ୍ରୀତୀରଞ୍ଜନ ଘଡ଼ାଇ ପ୍ରମୁଖ କ୍ୱାର୍ଟର୍ସ ଛାଡ଼ିନାହାନ୍ତି । ସନ୍ତୋଷ ସାଲୁଜା ଓ ଜୟନ୍ତୀ ଷଡ଼ଙ୍ଗୀ କ୍ୱାର୍ଟର୍ସରେ ରହିବାକୁ ଆବେଦନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତିି ।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ