୧୫ ପରେ ବଢ଼ିବ ଶୀତ

ଆସନ୍ତା ନଭେମ୍ବର ୧୫ ପରେ ରାଜ୍ୟରେ ଶୀତ ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ମୟୁରଭଞ୍ଜ, କେନ୍ଦୁଝରରେ ବର୍ଷାର ସମ୍ଭାବନା ରହିଛି । ସେହିପରି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷାର ସମ୍ଭାବନା ଅଛି । ତେବେ ୧୩ରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଆସନ୍ତା ୧୫ରୁ ରାତି ତାପମାତ୍ରା ୨-୪ ଡିଗ୍ରୀ ହ୍ରାସ ପାଇବ । ଆଗାମୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

Related Posts

‘ଓମ୍‌ଫେଡ୍’ ପୁଣି ଥରେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ଗୌରବ ଆଣିଛି

ଭୁବନେଶ୍ୱର: ଓଡ଼ିଶାର ପ୍ରମୁଖ ଦୁଗ୍ଧ ସମବାୟ ସଂସ୍ଥା ‘ଓମ୍‌ଫେଡ୍’ ପୁଣି ଥରେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ଗୌରବ ଆଣିଦେଇଛି । ନୂଆଦିଲ୍ଲୀର ପ୍ରସିଦ୍ଧ ପ୍ରଗତି ମୈଦାନସ୍ଥିତ ‘ଭାରତ ମଣ୍ଡପମ୍’ଠାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଏକ୍ସପୋରେ ଓମ୍‌ଫେଡ୍ ସମଗ୍ର ଦେଶରେ ଶ୍ରେଷ୍ଠ…

Continue reading
ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି

ବିଶାଖାପାଟଣା: ଭାରତୀୟ ନୌସେନାରେ ସାମିଲ ହେଲା ‘INS ମହେନ୍ଦ୍ରଗିରି’ । ହିନ୍ଦ ମହାସାଗର ଏବଂ ଇଣ୍ଡୋ-ପାସିଫିକ୍ କ୍ଷେତ୍ରରେ ବଢୁଥିବା ରଣନୀତିକ ତିକ୍ତତା ଓ ଗ୍ଲୋବାଲ ଚ୍ୟାଲେଞ୍ଜ ମଧ୍ୟରେ ଭାରତୀୟ ନୌସେନାର ଶକ୍ତି ଆହୁରି ବୃଦ୍ଧି ପାଇଛି । ଶନିବାର ବିଶାଖାପାଟଣା ନେଭାଲ…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ