୧୫ ଲକ୍ଷ ହିତାଧିକାରୀଙ୍କୁ ନୂଆ ରାସନକାର୍ଡ

ଭୁବନେଶ୍ୱର:୧୫ ଲକ୍ଷ ୩୮ ହଜାର ୯୨ଜଣ ହିତାଧିକାରୀଙ୍କୁ ନୂଆ ରାସନକାର୍ଡ ପ୍ରଦାନ କରାଯାଇଛି । ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବୁଧବାର ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ।
ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଗତ ଦୁଇ ବର୍ଷ ମଧ୍ୟରେ ୭ ଲକ୍ଷ ୭୬ ହଜାର ୮୧୪ ପରିବାରକୁ ରାସନକାର୍ଡ ମିଳିଛି । ନୂଆ ରାସନକାର୍ଡ ପାଇଁ ୨୩ ଲକ୍ଷ ୧୫ ହଜାର ୯୪୬ଟି ଆବେଦନ ଆସିଥିଲା । ସେଥିମଧ୍ୟରୁ ୧୮ ଲକ୍ଷ ୬୧୬୯ ଆବେଦନର ଯାଞ୍ଚ କରାଯାଇଛି । କ୍ଷେତ୍ର ତର୍ଜମା ପରେ ୧୦ ଲକ୍ଷ ୨୯ ହଜାର ଆବେଦନ ଅଯୋଗ୍ୟ ହୋଇଛି । ୫ଲକ୍ଷ ୯୭୭୭ ଆବେଦନର କ୍ଷେତ୍ର ତର୍ଜମା ଜାରି ରହିଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବୁଧବାର ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ।

  • Related Posts

    ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ବିଧାନସଭାରେ ଉପସ୍ଥାପିତ

    ଭୁବନେଶ୍ବର: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ଆସିଛି ଅତିରିକ୍ତ ବଜେଟ୍। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ବିଧାନସଭାରେ ଉପସ୍ଥାପିତ କରିଛନ୍ତି। ଅତିରିକ୍ତ ବଜେଟରେ କୃଷି ଓ କୃଷକଙ୍କ କଲ୍ୟାଣ…

    Continue reading
    ବାତ୍ୟା ‘ଅର୍ଣ୍ଣବ’ କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ଦକ୍ଷିଣାଞ୍ଚଳ ଆର୍‌ଡିସି

    ଇନ୍ଦ୍ରଗଡ଼ ପଞ୍ଚାୟତ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକରେ ବାତ୍ୟା ‘ଅର୍ଣ୍ଣବ’ ଯୋଗୁଁ ଘଟିଥିବା ବ୍ୟାପକ କ୍ଷୟକ୍ଷତି ଏବଂ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସହ ଆଗାମୀ ବାତ୍ୟା ଆକଭନ ର ପ୍ରସ୍ତୁତ ସମ୍ପର୍କରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !