୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୧୮ ତାରିଖରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା। ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ବନ୍ୟ ପ୍ରାଣୀ ଡିଏଫଓ ଅଂଶୁପ୍ରଜ୍ଞା ଦାସ।

ଗତ ଅକ୍ଟୋବରରୁ ବିଦେଶୀ ପକ୍ଷୀମାନେ ହୀରାକୁଦ ଡ୍ୟାମକୁ ଆସୁଛନ୍ତି। ସେମାନଙ୍କ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ହୀରାକୁଦରେ ଆବଶ୍ୟକ ଖାଦ୍ୟ ମହଜୁଦ ସାଙ୍ଗକୁ ଉପଯୁକ୍ତ ପରିବେଶ ମିଳୁଥିବାରୁ ଦିନକୁ ଦିନ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତବର୍ଷ ହୀରାକୁଦକୁ ୧୧୨ ପ୍ରଜାତିର ୩ ଲକ୍ଷ ୪୨ ହଜାର ୩୩୯ଟି ପକ୍ଷୀ ଆସିଥିଲେ ।

  • Related Posts

    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading
    ୧୩ ବିଶ୍ୱ ବିଦ୍ୟାଳୟ ଓ ୩୨୮ ମହାବିଦ୍ୟାଳୟରେ ହେବ ନିର୍ବାଚନ

    ୩ ବିଶ୍ୱ ବିଦ୍ୟାଳୟ ଓ ୨୦୨ ମହାବିଦ୍ୟାଳୟରେ ହେବ ଚୟନ ଭୁବନେଶ୍ୱର, ୭ ।୧୦ : ଉଚ୍ଚଶିକ୍ଷା ବିଭାଗ ଅଧିନରେ ଥିବା ଉଚ୍ଚ ଶିକ୍ଷାନୁଷ୍ଠାନମାନଙ୍କରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ