୧୯ଟି ମାଛର ଦାମ ୩୩ ଲକ୍ଷ

ଭୋଗରାଇ : ମାଛ କରିଦେଲା ଲକ୍ଷପତି । ୧୯ଟି ମାଛର ଦାମ ୩୩ ଲକ୍ଷ । ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ତେଲିଆ ଭୋଳା ମାଛ । ଯାହାକୁ ଦେଖିବାକୁ ଦୀଘା ମୁହାଣରେ ପର୍ୟ୍ୟଟକଙ୍କ ଭିଡ଼ ଲାଗିଛି । ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗ ଦୀଘାରେ ମତ୍ସ୍ୟଜୀବୀମାନେ ଗଭୀର ସମୁଦ୍ରକୁ ଯାଇ ମାଛ ମାରନ୍ତି । ସେଥିମଧ୍ୟରୁ ନନୀ ଗୋପାଳ ଟ୍ରଲର ଜାଲରେ ୨୯ଟି ତେଲିଆ ଭୋଳା ମାଛ ଧରାପଡିଥିବା ବେଳେ ବିକ୍ରି ପାଇଁ ଦୀଘା ମୁହାଣ ନିଲାମ କେନ୍ଦ୍ରକୁ ନିଆଯାଇଥିଲା ।ପ୍ରତି ମାଛର ଓଜନ ୨୦ କିଲୋରୁ ଅଧିକ ହୋଇଥିବା ବେଳେ ସମୁଦାୟ ୨୯ଟି ମାଛ ୩୩ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି । ଏହି ମାଛରେ କ୍ରାକର ଔଷଧ ତିଆରି ଏବଂ ଅନ୍ୟାନ୍ୟ ଅଙ୍ଗ ବ୍ୟବହାର କରାଯାଏ । ଏହାସହିତ ଏହି ମାଛ ବିଦେଶକୁ ମଧ୍ୟ ରପ୍ତାନୀ କରାଯାଏ । ସେଥିପାଇଁ ବଜାରରେ ଏହି ମାଛରେ ଚାହିଦା ଅଧିକ ବୋଲି ମତ୍ସ୍ୟଜୀବୀମାନେ କହିଛନ୍ତି ।

  • Garvita Odia

    Related Posts

    ଆନନ୍ଦ ଉଲ୍ଲାସ ନେଇ ଆସିଛି ରଜ ପର୍ବ

    ଭୁବନେଶ୍ୱର: ବର୍ଷେ ଅପେକ୍ଷା ପରେ ଆନନ୍ଦ ଉଲ୍ଲାସ ନେଇ ଆସିଛି ରଜ ପର୍ବ । ଗଣପର୍ବର ଆଜି ପହିଲି ରଜ । ପିଠା-ମିଠାର ବାସ୍ନାରେ ମହକୁଛି ଗାଁରୁ ସହର । ପାନ ଖିଲ ପାଟିରେ ମାରି, ଦୋଳି ଖେଳି ସମସ୍ତେ ରଜ…

    ରାତି ପାହିଲେ ରଜ, ଚାଲିଛି ସଜବାଜ

    ଭୁବନେଶ୍ୱର: ରାତି ପାହିଲେ ପହିଲି ରଜ ।ଏଥିପାଇଁ ଚାଲିଛି ସଜବାଜ। ଉତ୍ସବ ମୁଖର ପୂରା ଗାଁଠୁ ସହର । କିଏ ଡ୍ରେସ୍‌ କିଣିବାରେ ବ୍ୟସ୍ତ ତ କିଏ ପ୍ରସାଧନ ସାମଗ୍ରୀ । ରଜ ୩ ଦିନ କିଏ କେଉଁ ଢଙ୍ଗରେ ପାଳିବେ…

    Leave a Reply

    Your email address will not be published. Required fields are marked *

    You Missed

    ମୋଦି ଆସି ତାଙ୍କ ସରକାର କଥା କହିବେ, ନୂଆ କଥା କିଛି ନାହିଁ:ଦେବୀ ମିଶ୍ର

    ମୋଦି ଆସି ତାଙ୍କ ସରକାର କଥା କହିବେ, ନୂଆ କଥା କିଛି ନାହିଁ:ଦେବୀ ମିଶ୍ର

    ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି

    ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି

    ଜନତା ମୈଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

    ଜନତା ମୈଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

    ରାଜ୍ୟକୁ ୧୯ ହଜାର କୋଟିର ଭେଟି ଦେବେ ପ୍ରଧାନମନ୍ତ୍ରୀ

    ରାଜ୍ୟକୁ ୧୯ ହଜାର କୋଟିର ଭେଟି ଦେବେ ପ୍ରଧାନମନ୍ତ୍ରୀ

    ନବୀନ ଙ୍କ ନିର୍ଦ୍ଦେଶ ଅନୁସାରେ ବିଜେଡି କାର୍ୟ୍ୟକ୍ରମ ହୁଏ: ଦେବୀ ମିଶ୍ର

    ନବୀନ ଙ୍କ ନିର୍ଦ୍ଦେଶ ଅନୁସାରେ ବିଜେଡି କାର୍ୟ୍ୟକ୍ରମ ହୁଏ: ଦେବୀ ମିଶ୍ର

    ଓଡିଶା ଆସିବେ ରାହୁଲ ଗାନ୍ଧୀ

    ଓଡିଶା ଆସିବେ ରାହୁଲ ଗାନ୍ଧୀ