୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ:ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଏବେ ୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ ରହିଛି । ମଙ୍ଗଳବାର ବିଧାନସଭାରେ ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନର ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ।
ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ମାତ୍ର ୧୬ଟି ପାନୀୟ ଜଳ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି । ନିର୍ମାଣାଧୀନ ୧୯୧ଟି ପାନୀୟ ଜଳ ପ୍ରକଳ୍ପ ୩ଟି ପର୍ଯ୍ୟାୟରେ ସମ୍ପୂର୍ଣ୍ଣ ହେବ । ୨୦୨୫ ମାର୍ଚ୍ଚ ସୁଦ୍ଧା ୫୬ଟି, ଡିସେମ୍ବର ସୁଦ୍ଧା ୫୪ଟି ସରିବ । ବାକି ୮୧ଟି ପ୍ରକଳ୍ପ ୨୦୨୫ ଜୁନ ସୁଦ୍ଧା ଶେଷ କରିବାକୁ ବିଭାଗ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି ।

  • Related Posts

    ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

    ଭୁବନେଶ୍ୱର: ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ ଆଉ ୯୧ଟି ସ୍ବତନ୍ତ୍ର କ୍ୟାନ୍‌ସର ଚିକିତ୍ସା ପ୍ୟାକେଜକୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ…

    Continue reading
    ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ଆସନ୍ତା ୭ ଏବଂ ୮ ତାରିଖରେ ବିଭିନ୍ନ ସଂସ୍ଥା ସହ ଏକାଧିକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ