୧.୭୭ ଲକ୍ଷ ଭୂତ ଖାଉଥିଲେ ରାସନ

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ଆସିବା ପରେ ୧ ଲକ୍ଷ ୭୭ ହଜାର ୬୮ ଜଣ ମୃତ ହିତାଧିକାରୀ ଚିହ୍ନଟ ହୋଇଛନ୍ତି । ବୁଧବାର ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ଉତ୍ତର ରଖିଛନ୍ତି ।
ତାଙ୍କ ସୂଚନା ଅନୁଯାୟୀ ରାଜ୍ୟରେ ଗତ କିଛି ମାସ ହେଲା ଇ-କେୱାଇସି ପ୍ରକ୍ରିୟା ଜାରି ରହିଥିଲା । ଆଉ ଏହି ପ୍ରକ୍ରିୟାରୁ ମୃତ ହିତାଧିକାରୀ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ୩ କୋଟି ୩୬ ଲକ୍ଷ ୩୫ ହଜାର ୯୧୮ ଜଣ ହିତାଧିକାରୀ ଅଛନ୍ତି । ଏଯାବତ ୨ କୋଟି ୨୯ ଲକ୍ଷ ୨୩ ହଜାର ୮୩୦ ଇ-କେୱାସି ଯାଞ୍ଚ ଶେଷ ହୋଇଛି । ୬ ଲକ୍ଷ ୧୯ ହଜାର ୮୩୬ ଜଣ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ବିଧାନସଭାରେ ଉତ୍ତର ରଖିଛନ୍ତି ।

  • Related Posts

    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading
    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ