୧0୮୫ଟି ଦୁର୍ଗାମେଢ଼ଙ୍କୁ ୭ କୋଟି ଅନୁଦାନ ରାଶି ପ୍ରଦାନ ନିମନ୍ତେ ନିଷ୍ପତ୍ତି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି।

ଦୁର୍ଗାମେଢ଼କୁ ୩ ଗୋଟି ବର୍ଗରେ ବିଭକ୍ତ କରାଯାଇ ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ।

‘କ’ ବର୍ଗ – ଐତିହ୍ୟ ସମ୍ପନ୍ନ ଦୁର୍ଗାମେଢ଼ – ଏହି ବର୍ଗରେ ୨୧୫ଟି ମେଢ଼କୁ ୨ କୋଟି ୧୭ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ କରାଯିବ। (ପ୍ରତ୍ୟେକ ଐତିହ୍ୟ ସମ୍ପନ୍ନ ମେଢ଼କୁ ୧ ଲକ୍ଷ ୧ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। )

‘ଖ’ ବର୍ଗ – ୭୫ ବର୍ଷ ପୁରୁଣା ଦୁର୍ଗାମେଢ଼ – ଏହି ବର୍ଗରେ ୧୯୭ଟି ମେଢ଼କୁ ୧ କୋଟି ୪୭ ଲକ୍ଷ ୭୫ ହଜାର ଟଙ୍କା ପ୍ରଦାନ କରାଯିବ। ( ଏହି ବର୍ଗରେ ପ୍ରତ୍ୟେକ ମେଢ଼କୁ ୭୫ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। )

‘ଗ’ ବର୍ଗ : ୫୦ ବର୍ଷ ପୁରୁଣା ଦୁର୍ଗାମେଢ଼ – ଏହି ବର୍ଗରେ ୬୭୩ଟି ମେଢ଼କୁ ୩ କୋଟି ୩୬ ଲକ୍ଷ ୫୦ହଜାର ଟଙ୍କା ପ୍ରଦାନ କରାଯିବ। (ଏହି ବର୍ଗରେ ପ୍ରତ୍ୟେକ ମେଢ଼କୁ ୫୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ।)

ରାଜ୍ୟର ସମୁଦାୟ ୧ ହଜାର ୮୫ଟି ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ ନିମନ୍ତେ ନିଷ୍ପତ୍ତି ନିଆଯାଇଛି।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ