୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଜୁନ୍‍ ୧୨ ନୁହେଁ ୨୦ ତାରିଖରେ ଓଡ଼ିଶା ଆସିବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସିବେ । ପୂର୍ବରୁ ଜୁନ୍‍ ୧୨ତାରିଖରେ ହେବାକୁ ଥିବା କାର୍ୟ୍ୟକ୍ରମରେ ମୋଦୀ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଥିଲା । ହେଲେ ୧୨ ତାରିଖ କାର୍ୟ୍ୟକ୍ରମକୁ ୨୦ ତାରିଖକୁ ଘୁଞ୍ଚାଯାଇଛି । ସେଥିପାଇଁ ୨୦ରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ବୋଲି ଆଜି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

  • Garvita Odia

    Related Posts

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଭୁବନେଶ୍ବର: ଆସନ୍ତା ୩ ଦିନ ଯାଏଁ ଗରମ ଗୁଳୁଗୁଳିରେ ସନ୍ତୁଳି ହେବେ ଉପକୂଳବର୍ତ୍ତି ଅଞ୍ଚଳ । ଆସନ୍ତା ୨୪ଘଣ୍ଟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର , ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ଅଧିକ ଗୁଳୁଗୁଳି ଅନୁଭୁତ…

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ପାରାଦୀପ : ଇଦ୍ ପାଳିବା ପାଇଁ ଆସିଥିଲେ ପାରାଦୀପ । ୭ ଜଣ ସାଙ୍ଗ ସମୁଦ୍ରର ଲହଡିରେ ମଜାମସ୍ତି କରୁଥିଲେ । ହଠାତ୍ ଆସିଲା ଏକ ବଡ଼ ଲହଡ଼ି ଏବଂ ଜଣେ ଛାତ୍ରକୁ ଟାଣିନେଲା । ନିଜ ଆଖି ସାମ୍ନାରେ ସାଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ୭ ମାଓବାଦୀ ନିହତ

    ୭ ମାଓବାଦୀ ନିହତ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର