୨୦ ପୋଲିସଙ୍କୁ ମିଳିବ ରାଜ୍ୟପାଳ ପଦକ

ଭୁବନେଶ୍ୱର: ୨୦୨୪ ବର୍ଷ ପାଇଁ ଜଣେ ଆଇଜି ଓ ଜଣେ ଡିଆଇଜି ସହ ୨୦ ଜଣ ପୋଲିସ କର୍ମଚାରୀଙ୍କ ନାମ ରାଜ୍ୟପାଳ ପଦକ ପାଇଁ ଘୋଷଣା କରାଯାଇଛି । ବିଭିନ୍ନ ବର୍ଗରେ ୨୦ ଜଣ ପୋଲିସଙ୍କୁ ଏହି ପଦକ ପ୍ରଦାନ କରାଯିବ । ଆସନ୍ତା ଜାନୁୟାରୀ ୨୬ ତାରିଖରେ ଏହି ପଦକ ପ୍ରଦାନ କରାଯିବ ।
ପ୍ରଥମ ବର୍ଗରେ ଅଗ୍ନିଶମ ଆଇଜି ଦୀପକ କୁମାର ଓ ଡିଆଇଜି ସାର୍ଥକ ଷଡଙ୍ଗୀ ରାଜ୍ୟପାଳ ପଦକ ପାଇଁ ମନୋନୀତ ହୋଇଛନ୍ତି । ସେହିପରି ଝାରସୁଗୁଡା ଏସପି ପରମାରସ୍ମିତ ପରଷୋତ୍ତମ ଦାସ, କଟକ ଓଏସଏପି ୬ଷ୍ଠ ବାଟାଲିୟାନ କମାଣ୍ଡାଣ୍ଟ ସୂର୍ଯ୍ୟନାରାୟଣ ମଲ୍ଲିକ, ଭିଜିଲାନ୍ସ ର୍ନିେଶାଳୟ ଅତିରିକ୍ତ ଏସପି ସୁଶାନ୍ତ କୁମାର ବିଶ୍ୱାଳ, ଗଞ୍ଜାମ ଅତିରିକ୍ତ ଏସପି ରାଜୀବ ଲୋଚନ ପଣ୍ଡା ରାଜ୍ୟପାଳ ପଦକ ପାଇଁ ଚୟନ ହୋଇଛନ୍ତି ।
ଶ୍ରଦ୍ଧାଞ୍ଜଳୀ ପଣ୍ଡା, ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ ଇନ୍ସପେକ୍ଟର ଅନିଲ କୁମାର ମିଞ୍ଜ, ସମ୍ବଲପୁର ଡିଭିଜନ ଭିଜିଲାନ୍ସ ଇନ୍ସପେକ୍ଟର ତୁଷାରକାନ୍ତ ମହାପାତ୍ରଙ୍କୁ ରାଜ୍ୟପାଳ ପଦକ ପାଇଁ ମନୋନୀତ କରାଯାଇଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ