୨୧ ସୁଦ୍ଧା ଲଘୁଚାପ

ଭୁବନେଶ୍ୱର: ୨୬ ବର୍ଷର ପୁରୁଣା ଇତିହାସକୁ ଦୋହରେଇବ କି ବଙ୍ଗୋପସାଗର? ୧୯୯୯ ମସିହା ଅକ୍ଟୋବର ମାସ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିଲା ଦୁଇଟି ଶକ୍ତିଶାଳୀ ବାତ୍ୟା। ଗୋଟିଏ ୧୭ ଅକ୍ଟୋବରରେ ଗଞ୍ଜାମ ଜିଲ୍ଲାର ଗୋପାଳପୁର ଠାରେ ସ୍ଥଳଭାଗ ଛୁଇଁ ଥିବା ବେଳେ ଅନ୍ୟଟି ବଙ୍ଗୋପସାଗର ଇତିହାସର ସବୁଠାରୁ ଶକ୍ତିଶାଳୀ ମହାବାତ୍ୟା ଭାବେ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇ ୨୯ ଅକ୍ଟୋବରରେ ଜଗତସିଂହପୁର ଜିଲ୍ଲାର ଏରସମା ଅଞ୍ଚଳରେ ସ୍ଥଳ ଭାଗ ଛୁଇଁ ଥିଲା।
ଆମେରିକାର GFS ମଡେଲ୍ ବର୍ତ୍ତମାନ ସେମିତି ଏକ ଆକଳନ କରୁଛି । ଦୁଇଟି ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୧ ତାରିଖ ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହୋଇ ଅବପାତ ସମ୍ଭାବନା । ଅକ୍ଟୋବରରେ ଲଘୁଚାପରୁ ଅବପାତ ସମ୍ଭାବନା ଥିବାରୁ ଏଭଳି ଆଶଙ୍କ କରାଯାଉଛି।

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ