୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ

ଭୁବନେଶ୍ବର: ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଏଥିରୁ ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩ଟି ନୂଆ କୋର୍ଟ ସ୍ଥାପନ କରାଯିବ। ଏହି ଜିଲ୍ଲାର ବଡ଼ସାହି, ବାଙ୍ଗିରିପୋଷୀ, ଶୁଳିଆପଦା, ଖୁଣ୍ଟା, ଗୋପବନ୍ଧୁ ନଗର, ରାଇରଙ୍ଗପୁର କପ୍ତିପଦା, ସୁକ୍ରୁଲି, ଜାମଦା, ବିଜାତୋଳା, ତିରିଙ୍ଗ ଓ କୁସୁମୀ ଠାରେ ନୂଆ କୋର୍ଟକୁ ଅନୁମୋଦନ ମିଳିଛି।ଠିକ୍ ସେହିପରି ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଦୁଇଟି ଲେଖାଏଁ ନୂଆକୋର୍ଟ ସ୍ଥାପନ କରାଯିବ। ଠିକ୍ ସେହିପରି ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଦୁଇଟି ଲେଖାଏଁ ନୂଆକୋର୍ଟ ସ୍ଥାପନ କରାଯିବ। ୨୩ ଜିଲ୍ଲାରେ ନୂଆ କୋର୍ଟ ସ୍ଥାପନ ହେବା ଫଳରେ ବିଜାର ପ୍ରକ୍ରିୟା ତ୍ବରାନ୍ବିତ ହେବ ବୋଲି କୁହାଯାଉଛି।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ