୨୫ ତାରିଖ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୫ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି । ଗୁରୁବାର ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ୱର ଓ ବରଗଡ଼ର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ୨୨ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ର କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଅଛି । ୨୩ ଓ ୨୪ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ବୁଧବାର ଢେଙ୍କାନାଳେରେ ୨୭.୪ ମିମି ବର୍ଷା ହୋଇଛି । ଜଗତ୍‌ସିଂହପୁରରେ ୨୧.୧, ପାରଳାଖେମୁଣ୍ଡିରେ ୧୫.୨, ତାଳଚେରରେ ୧୩.୮ ମିମି ବର୍ଷା ରେକର୍ଡ ହୋଇଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ