୨୭ରେ ବିଧାନସଭା ଘେରାଉ କରିବ କଂଗ୍ରେସ

ଭୁବନେଶ୍ବର : କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହନୀପତିଙ୍କୁ ବିଧାନସଭାରୁ ୭ ଦିନ ପାଇଁ ନିଲମ୍ବନ କରାଯାଇଛି। ନାରୀ ନିର୍ୟାତନା ଓ ତାରାଙ୍କୁ ନିଲମ୍ବନ ପ୍ରସଙ୍ଗକୁ ନେଇ ୨୭ରେ ବିଧାନସଭା ଘେରାଉ କରିବ କଂଗ୍ରେସ। କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲୁ ଏ ନେଇ ସୂଚନା ଦେଇଛନ୍ତି।

ଗୃହରେ ବିଧାୟକ ତାରା ପ୍ରସାଦ ବାହିନୀ ପତିଙ୍କୁ ମାଡ ମରାଯିବା, ଏହା ବିଧାନସଭାର ମର୍ୟ୍ୟାଦାକୁ କ୍ଷୂର୍ଣ୍ଣ କରିଛି । କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବାଚସ୍ପତିଙ୍କୁ ଏ ନେଇ ଚିଠି ଲେଖିଥିଲେ। ଏହା ପରେ ବି କେବଳ ତାରାଙ୍କ ଉପରେ କାର୍ୟ୍ୟନୁଷ୍ଠାନ ହୋଇଛି । ଏହାର ପ୍ରତିବାଦ କରି କଂଗ୍ରେସ ମାର୍ଚ୍ଚ ୨୭ରେ ବିଧାନସଭା ଘେରାଉ କରିବ । ଗୃହରେ ବିଧାୟକ ତାରାଙ୍କୁ ଅସମ୍ମାନ କରାଯାଇଥିବାରୁ କଂଗ୍ରେସ ପକ୍ଷରୁ ଆୟୋଜିତ ବୈଠକ ରେ ଏକ ନିନ୍ଦା ପ୍ରସ୍ତାବ ଗୃହୀତ ହୋଇଛି।

  • Related Posts

    ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

    କଟକ: ଏସ୍‌ସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଆଉ ଦିନ କେଇଟା ପରେ ମାସେ ପୂରିବ । ଏହାରି ଭିତରେ ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍…

    Continue reading
    ନିମନ୍ତ୍ରଣକୁ ନେଇ ରାଜନୀତି, ସାଂସଦ-ମେୟର କଥା କଟାକଟି

    ଭୁବନେଶ୍ୱର: ରାଜଧାନୀ ପ୍ରତିଷ୍ଠା ଦିବସରେ ନିମନ୍ତ୍ରଣକୁ ନେଇ ରାଜନୀତି। ଭୁବନେଶ୍ବର ସାଂସଦ ଓ ମେୟରଙ୍କ ମଧ୍ୟରେ କଥା କଟାକଟି। ପୂର୍ବ ସରକାରକୁ ସାଂସଦ ଅପରାଜିତା ଷଡ଼ଙ୍ଗୀ ସମାଲୋଚନା କରିଛନ୍ତି। କହିଛନ୍ତି ବିଗତ ସରକାରରେ ମୋତେ ନିମନ୍ତ୍ରଣ କରାଯାଉନଥିଲା। ବର୍ତ୍ତମାନର ସରକାର ପ୍ରତିଷ୍ଠା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ