୨୮ରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ବୁଧବାର ଅବଗତ କରାଯାଇଛି। ବିଶ୍ୱସ୍ତସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବାକୁ ଥିବା ଉକ୍ତ ବୈଠକରେ ୫ଟି ବିଭାଗର ୭ଟି ପ୍ରସ୍ତାବ ଅନୁମୋଦନ ହେବାକୁ ରହିଛି। ସେଥିମଧ୍ୟରେ ପୂର୍ତ୍ତ, ରାଜସ୍ବ ଭଳି ଅନ୍ୟାନ୍ୟ ବିଭାଗର ପ୍ରସ୍ତାବ ରହିଥିବା ଜଣାଯାଇଛି।

  • Related Posts

    ବଜାରରେ ବିକ୍ରି ହେଉଛି ସିନ୍ଥେଟିକ୍ ପନିର

    କଟକ: ପାର୍ବଣ ଆଗରୁ ପନିରକୁ ନେଇ ଲୋକଙ୍କ ମନରେ ଛନକା। ଖୁଲମ ଖୁଲା ବଜାରରେ ବିକ୍ରି ହେଉଛି ସିନ୍ଥେଟିକ୍ ପନିର । ପନିରକୁ ନେଇ ଧରପଗଡ ଚାଲିଥିବାବେଳେ ଗତକାଲି ବିପୁଳ ପରିମାଣର ଅପମିଶ୍ରିତ ପନିରକୁ ଧରିଛି କଟକ ମହାନଗର ନିଗମ ସ୍ୱାସ୍ଥ୍ୟ…

    Continue reading
    ପୋଲିସ-ଅନଲାଇନ ଚାଳକ ମୁହାଁମୁହିଁ ଘଟଣା: ବର୍ତ୍ତମାନ ସୁଦ୍ଧା ୧୧୩ ଗିରଫ

    ମାଷ୍ଟର କ୍ୟାଣ୍ଟିନରେ ପୋଲିସ-ଅନଲାଇନ ଅଟୋ ଓ ଟାକ୍ସି ଚାଳକ ମୁହାଁମୁହିଁ ଘଟଣା। ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୧୧୩ ଜଣଙ୍କୁ ଗିରଫ କରାଯାଇଛି। ୬୦ ଜଣଙ୍କୁ ଉତ୍ତମ ବ୍ୟବହାର ଲାଗି ଛାଡ଼ି ଦିଆଯାଇଛି। ୩୫୪ଟି ଯାନବାହନ ଜବତ କରାଯାଇଛି। ଖାରବେଳନଗର ଥାନାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ