୨ ନାବାଳକଙ୍କ ଝୁଲନ୍ତା ମୃତଦେହ ଜବତ

ନୟାଗଡ : ନୟାଗଡ ଜିଲା ଫତେଗଡ ଥାନା ଧାନଚାଙ୍ଗଡା ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସୋମବାର ହଇଚଇ ସୃଷ୍ଟି କରିଛି। ଘର ଭିତରୁ ମିଳିଛି ୨ ନାବାଳକଙ୍କ ଝୁଲନ୍ତା ମୃତଦେହ। ସହେନ୍ଦଜନକ ଅବସ୍ଥାରେ ପୁଲିସ ୨ ଜଣଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି। ଉଭୟଙ୍କ ବୟସ ୧୪ ଓ ୧୨ ବର୍ଷ ହେବ।

ସୂଚନାନୁଯାୟୀ ବାପାଙ୍କ ୨ୟ ବିବାହ ପ୍ରସ୍ତାବ ଆସିବା ପରେ ଉଭୟ ନାବାଳକ ଆତ୍ମହତ୍ୟା କରିଛନ୍ତି ବୋଲି ସେମାନଙ୍କ ପରିବାର ଲୋକେ, ଜେଜେବାପା ଓ ତାଙ୍କ ବାପା ଅଚ୍ୟୁତ କହିଛନ୍ତି। ମାତ୍ର ସେପଟେ ବାପା ନିଜ ପୁଅଙ୍କୁ ହତ୍ୟା କରି ଟାଙ୍ଗି ଦେଇଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ଖବର ପାଇ ଫତେଗଡ ପୁଲିସ ପହଞ୍ଚି ନାବାଳକଙ୍କ ବାପାକୁ ଅଟକ ରଖି ଘଟଣାର ତଦନ୍ତ କରୁଛି। ନାବାଳକଙ୍କ ମାଆଙ୍କ ୩ ବର୍ଷ ପୂର୍ବରୁ ମୃତ୍ୟୁ ହୋଇଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ